Breaking News

ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||     

ଓ ୟୁଜେ ଜିଲ୍ଲା ସଭାପତି ଙ୍କ ମାତାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ରେ ଯୋଗଦେଲେ ଖଲ୍ଲିକୋଟ ବିଧାୟକ |

03-Feb-2026

ଓ ୟୁ ଜେ ଗଞ୍ଜାମ ଜିଲ୍ଲା ସଭାପତିଙ୍କ ମାତୃ ଙ୍କ ଦ୍ଵାଦଶାହ ଦିବସ ପାଳିତ |

ଓଡିଶା ଜନ ମତ ବ୍ୟୁରୋ 

ପୁରୁଷୋତ୍ତମପୁର ଏନଏସି ଅଞ୍ଚଳର ସମାଜର  ସାମ୍ବାଦିକ ତଥା ଓୟୁଜେ ସଂଘର ଗଞ୍ଜାମ ଜିଲ୍ଲା ସଭାପତି ସଦାଶିବ ପଣ୍ଡାଙ୍କ ମାତା ରୁକ୍ମିଣୀ ପଣ୍ଡାଙ୍କଦ୍ଵାଦଶାହ ଦିବସ ପାଳିତ ହୋଇଛି |୯୬ ବର୍ଷ ବୟସରେନିଜ ବାସ ଭବନରେ ମୃତ୍ୟୁବରଣ କରିଥିଲେ | ମୃତ ରୁକ୍ମୁଣୀ ହେଉଛନ୍ତି ରଥ ସାହି ଜଗନ୍ନାଥ ମନ୍ଦିର ର ପୂଜକ ଙ୍କ ଝିଅ  | ତାଙ୍କ ଫୋଟ ରେ ବହୁ ବ୍ୟକ୍ତି ବିଶେଷ, ଆତ୍ମୀୟ ସ୍ୱଜନ,  ବନ୍ଧୁ ବାନ୍ଧବ ସାଙ୍ଗ ସାଥୀ, ତଥା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକପୂର୍ଣ୍ଣ ଚନ୍ଦ୍ର ସେଠୀ ପୁଷ୍ପ ଦେଈ ପ୍ରଣିପାତ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଥିଲେ |  ବଡ଼ ପୁଅ ସହଦେବ ପଣ୍ଡା, ପ୍ରକାଶ ଚନ୍ଦ୍ର ପଣ୍ଡା, ସଦାଶିବ ପଣ୍ଡା, ତିନି ବୋହୂ ମଞ୍ଜୁ ପଣ୍ଡା, ରମା ପଣ୍ଡା, କୁନି ପଣ୍ଡା ଝିଅ, ନାତି, ନାତୁଣୀ, ନାତୁଣୀ ବୋହୂ, ମାନେ ଉପସ୍ଥିତ ରହି ରୁକ୍ମୁଣୀ ଦେବୀ ଙ୍କ ଦ୍ୱାଦଶାହ ଦିବସ  ର ଶ୍ରାଦ୍ଧ କାର୍ଯ୍ୟକ୍ରମ ରେ ଲାଗିପଡ଼ିଥିଲେ | ପରୋପକାରୀ, ବ୍ୟକ୍ତି ଥିବା ରୁକ୍ମୁଣୀ ଦେବୀଙ୍କ ବିୟୋଗ ରେ ବହୁ ଲୋକ ଦୁଃଖ ପ୍ରକାଶ କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ||

News Comment

You Might Also Like

BACK TO TOP