Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

କଣ ମଣା ରେଳ ଧାରଣା ରୁ ଯୁବକଙ୍କ ମୃତ ଦେହ ଉଦ୍ଧାର |

04-Feb-2026

ରେଳ ଧାରଣାରୁ ଜଣେ ଯୁବକ ର ଶବ ଉଦ୍ଧାର

ଓଡିଶ ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--

ଛତ୍ରପୁର ଥାନା ଅନ୍ତର୍ଗତ କଣମଣା ଗ୍ରାମ ନିକଟସ୍ଥ ରେଳ ଧାରଣାରୁ ଜଣେ ଯୁବକ ର ମୃତ୍ୟୁ ଘଟିଥିବା ଜଣାପଡିଛି ଓ ରେଳବାଇ ପୋଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ମୃତ ବ୍ୟକ୍ତିଙ୍କ ପକେଟ୍ ରୁ ଆଧାର କାର୍ଡ ଓ ମୋବାଇଲ ଫୋନ ଜବତ କରି ଜାଣିବାକୁ ପାଇଲେ ଯେ ମୃତ ଯୁବକ ଜଣକ ବୌଦ୍ଧ ଜିଲ୍ଲାର ବିବେକ ମୁଖୀ ଓ ବ୍ରହ୍ମପୁର ଠାରୁ ଛତ୍ରପୁର ଟିକେଟ ବାହାର କରି ଛତ୍ରପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ କୌଣସି ଏକ ଗାଡ଼ି ରୁ ଖସି ପଡି ମୃତ୍ୟୁ ବରଣ କରିଛି। ପୋଲିସ ମାମଲା ନଂ ୫/୨୬ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP