Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ସନ୍ଧିବାତ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

05-Feb-2026

ସନ୍ଧିବାତ ସଚେତନl ଓ ସ୍ଵାସ୍ଥ୍ୟ ଶିବିର,

ଓଡିଶ ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର, 

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଗଣ୍ଠିବାତ ନିରାକରଣ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଅଜୀର୍ଣ୍ଣ କାରକ ଆହାର ଦ୍ଵାରା ଆମ ସଞ୍ଚୟ ହୋଇ ଯୁବକଙ୍କ ଠାରୁ ବୃଦ୍ଧ ଯାଏଁ ଆମବାତ, ଗଣ୍ଠିବାତ ରୋଗ ଦେଖାଯାଏ l ଆମିଷ ଆହାର, ପନିର, ଖଟା, ମଦ୍ୟପାନ, ଅଜୀର୍ଣ୍ଣ କାରକ ଖାଦ୍ୟ, ଅଧିକ ବେଗରେ ଗାଡି ଚଳାଇବା, ଶାରିରୀକ ପରିଶ୍ରମ ନକରିବା ବା ଅଧିକ ପରିଶ୍ରମ କରିବା,  ଅଧିକ ରାତ୍ର ଯାଏଁ ଅନିଦ୍ରା ରହିବାଆଦି ଆମ ସଞ୍ଚୟ ଦ୍ଵାରା ସନ୍ଧିବାତ, ଗଣ୍ଠିବାତ, ବୃହତ୍ ସନ୍ଧିବାତ ହୁଏ l ତେଣୁ ଏହି ଭଳି ପରିସ୍ଥିତିରେ ହଜମ ହେଉଥିବା ଖାଦ୍ୟ ଖାଇବେ, ଶାରିରୀକ ପରିଶ୍ରମ, ଯୋଗ, ଆସନ କରିବେ,ସଜନା ଶାଗ,ଅଦା ବା ଶୁଣ୍ଠି ଚୁର୍ଣ୍ଣ, ରସୁଣ,ଚଣା ଜାତୀୟ ଖାଦ୍ୟ ଖାଇବେ ଓ ତୈଳ ଅଭ୍ୟଙ୍ଗ କରି ଦୁଦୁରା, ଜଡା, ଅରଖ, ବାସଙ୍ଗ, ବେଗୁନିଆ ପଞ୍ଚ ପତ୍ର ସିଝା ସେକ ଦେବା ପାଇଁ ପରାମର୍ଶ ଦେଇଥିଲେ l 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସମାଜସେବୀ ଡି. ଶ୍ରୀନିବାସ ରାଓ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP