Breaking News

ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||     

ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିର ର ସଫଳତା |

05-Feb-2026

ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିରର ସଫଳତା,

      ଓଡିଶା ଜନ ମତ ବ୍ୟୁରୋ, 

ଶିକ୍ଷା ପରିଷଦ, ଓଡ଼ିଶା ଦ୍ଵାରା ଆୟୋଜିତ ଚଳିତ ବର୍ଷର ତୃତୀୟ, ପଞ୍ଚମ ଓ ସପ୍ତମ ଶ୍ରେଣୀ ମେଧା ବୃଦ୍ଧି ପରୀକ୍ଷାରେ ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିର ସୁନାଥରର ମୋଟ ୧୧ ଜଣ ଛାତ୍ରଛାତ୍ରୀ ବୃତ୍ତି ହାସଲ କରିଥିବା ବେଳେ ସପ୍ତମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୋମ୍ୟାରାଣୀ ପଟ୍ଟନାୟକ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ତଥା ଜିଲ୍ଲା ପାଇଁ ଗୋରବ ଆଣିଛନ୍ତି।ଏହି ବିଦ୍ୟାଳୟର ତୃତୀୟ ଶ୍ରେଣୀର ଶ୍ରୀ ଦେବାଂଶୁ ନାହାକ, ଶ୍ରୀ ଆଦର୍ଶ ନାହାକ ଓ ସୁଶ୍ରୀ ଶୁଭଶ୍ରୀ ରାଉତ ପଞ୍ଚମ ଶ୍ରେଣୀର ଶ୍ରୀ ଦିଲସନ୍ ନାହାକ, ଶ୍ରୀ ଜଗଦିଶ ନାହାକ ସୁଶ୍ରୀ ପ୍ରିୟଦର୍ଶିନୀ ମଣ୍ଡଳ ସୁଶ୍ରୀ ରିତିକା ପ୍ରଧାନ ସପ୍ତମ ଶ୍ରେଣୀର ଶ୍ରୀ ତୁଷାର ରାଉଳ ସୁଶ୍ରୀ ଭାରତୀ ନାହାକ, ଓ ସୁଶ୍ରୀ ମାମୁନି ନାହାକ ପ୍ରମୁଖ ମେଧା ବୃତ୍ତି ହାସଲ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି Iଆଜିର ପୁରସ୍କାର ବିତରଣ ଉତ୍ସବରେ ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ରହି ବୃତ୍ତିଧାରୀ ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବଦ୍ଧିତ କରିବା ସହ ଭବିଷ୍ୟତରେ ଭଲ ମଣିଷ ହେବା ନିମନ୍ତେ ଆଶୀର୍ବାଦ ପ୍ରଦାନ କରିଛନ୍ତି।

News Comment

You Might Also Like

BACK TO TOP