Breaking News

ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||     

ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର |

05-Feb-2026

ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଉଦ୍ଧାର

       ଓଡିଶା ଜନ  ମତବ୍ୟୁରୋ, 

ଗଞ୍ଜାମ ବୁଗୁଡା, ୦୫/୦୨/୨୬ : ଗଞ୍ଜାମର ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ଗୌଡ଼ିଆ ବୋରଦା ଗ୍ରାମ ନିକଟସ୍ଥ ଏକ ଆମ୍ବ ତୋଟାରୁ ଗଛରେ ଝୁଲନ୍ତା ଗଳିତ ମୃତଦେହ ବୁଗଡା ପୋଲିସ ଉଦ୍ଧାର କରିଥିବା ଜଣାପଡିଛି। ମୃତ ଯୁବକ ଜଣକ ବେଲଗୁଣ୍ଠା ଥାନା ଇନ୍ଦ୍ରଗଡ ଗ୍ରାମର ଶ୍ରୀକାନ୍ତ କୁମାର ସ୍ବାଇଁ(୨୮) ହୋଇଥିବା ଜଣାପଡିଥିବା ବେଳେ ସେ ଗୌଡିଆ ବୋରଦା ଗ୍ରାମରେ ମାମୁଁ ଘରେ ରହୁଥିଲେ। ବହୁ ଦିନ ହେଲା ଶ୍ରୀକାନ୍ତ କିଡ଼ିନି ରୋଗରେ ଆକ୍ରାନ୍ତ ହୋଇ କଷ୍ଟ ପାଉଥିଲେ। ଏହି ରୋଗ ପାଇଁ ସେ ମାନସିକ ଚିନ୍ତାରେ ରହୁଥିବା ବେଳେ ଗତ ଜାନୁଆରୀ ମାସ ୧୬ ତାରିଖରୁ ନିଖୋଜ ଥିଲେ । ଆଜି ସକାଳୁ ଗ୍ରାମର କିଛି ଲୋକ ଆମ୍ବ ତୋଟାକୁ ଯାଇଥିବା ସମୟରେ ଦୁର୍ଗନ୍ଧ ଆସିବାରୁ ଖୋଜାଖୋଜି ପରେ ଗଛରେ ମୃତଦେହ ଝୁଲୁଥିବା ଦେଖି ବୁଗୁଡା ପୋଲିସକୁ ଖବର ଦେଇଥିଲେ l ବୁଗୁଡା ପୋଲିସ ଆଇଆଇସି ସିତାଂଶୁ ଶେଖର ମାନ୍ଧାତାଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ ବିନାୟକ ବିଦାର ଘଟଣା ସ୍ଥଳକୁ ଯାଇ ଗଳିତ ଶବ ଜବତ କରିବା ସହ ଚିହ୍ନଟ କରି ଅନୁସନ୍ଧାନ ଜାରି ରଖିଛନ୍ତି। ରୋଗ ଗ୍ରସ୍ତ ଜୀବନ ପାଇଁ ଆତ୍ମହତ୍ୟା କରିଥାଇ ପାରେ ବୋଲି ପରିବାର ଲୋକେ ପ୍ରକାଶ କରିଛନ୍ତି। ଏନେଇ ବୁଗୁଡା ଥାନା ଅପମୃତ ମାମଲା ନଂ ୦୬/୨୬ ପ୍ରକାରେ କେଶ ପଞ୍ଜିକୃତ ହୋଇ ଶବ ବ୍ୟବଚ୍ଛେଦ ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଆଇଆଇସି ଶ୍ରୀ ମାନ୍ଧାତା ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP