Breaking News

ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||     

4ଜଣ ଛତିଶି ଗଡି ମାଓବାଦୀ ଙ୍କ ଆତ୍ମ ସମର୍ପଣ,ବହୁ ମାରଣାସ୍ତ୍ର ଜବତ |

06-Feb-2026

୪ ଜଣ ଛତିଶଗଡି ମାଓବାଦୀ ଙ୍କ ଆତ୍ମ ସମର୍ପଣ : ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ଜବତ

ଓଡିଶା ଜନମତ,କନ୍ଧମାଳ,ତା, ୦୬/୦୨: 

ସଞ୍ଜୟ କୁମାର ପାଣିଗ୍ରାହୀ:

 ଅତି ଶୀଘ୍ର ହେବ କନ୍ଧମାଳ ମାଓ ମୁକ୍ତ ଜିଲ୍ଲା। ଏନେଇ ଜୋର ଯାର ପ୍ରସ୍ତୁତି ଚଳାଇଛନ୍ତି କନ୍ଧମାଳ ପୋଲିସ, ସିଆରପିଏଫ ଓ ବି ଏସ ଏଫ ଯବାନ ମାନେ। ଏହି କ୍ରମ ରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ପୋଲିସ ନୀତି ଶେଖର ଓ କନ୍ଧମାଳ ଏସପିଙ୍କ ନିକଟରେ 4 ଅଣଓଡ଼ିଆ କେକେବିଏନ ଡିଭିଜନ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଚାରି ମାଓବାଦୀ ଛତିଶଗଡ଼ ଅଞ୍ଚଳର ହୋଇଥିବା ଜଣାପଡିଛି l ଏହି ୪ ଜଣ ମାଓବାଦୀ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିବା ସହ ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ସହିତ ଆତ୍ମ ସମର୍ପଣ କରିଛନ୍ତି l ଏଥିରେ ରହିଛି ଏସଲାର ବନ୍ଧୁକ ଗୋଟିଏ, ୩୦୩ ବନ୍ଧୁକ ଦୁଇଟି, ବରବୋର ବନ୍ଧୁକ ଗୋଟିଏ, ଏସଲାର ଜୀବନ୍ତ ଗୁଳି ୧୬ ଟା, ୩୦୩ ଜୀବନ୍ତ ଗୋଳି ୨୨ ଟି, ୧୨ ବୋର ଜୀବନ୍ତ ଗୋଳି ୪ ଟା, ୱାକି ଟକି ଦୁଇଟା, ମେଡ଼ିସିନ, ବିଦ୍ୟୁତ ତାର ସମେତ ଅନ୍ୟାନ୍ୟ ମାଓ ସାମଗ୍ରୀ ରହିଛି l ଏହି ଚାରି ଜଣକ ମଧ୍ୟରେ ଜଣେ ପୁରୁଷ ଓ ତିନି ଜଣ ମହିଳା ମାଓବାଦୀ ଅଛନ୍ତି l ସେମାନେ ହେଲେ ୧. ଗଙ୍ଗା କୁଞ୍ଜମୀ ଓରଫ ଜିତେନ୍, ୨. ମୁଚାକି ମାସେ ଓରଫ ସୁମିତ୍ରା ୩. ଚୋମାଳୀ କୁଞ୍ଜମ ଓରଫ ଶାନ୍ତିଲା ଓ ଅନ୍ୟ ଜଣେ ହେଲେ ୪. ବନ୍ଦୀ ମାଧବୀ ଓରଫ ମାଳତୀ l ଏହି ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ଆଜି ଆଇଜି ପୁଲିସ ନୀତି ଶେଖର, କନ୍ଧମାଳ ଏସ ପି ହରିଶ ବିଶି, ବିଏସଫ ଆଧିକାରୀ ଅଜୟ କୁମାର, ବି ଏସ ଏଫ କମାଡେଣ୍ଟ ମାନସ ରଞ୍ଜନ ପଣ୍ଡା, ଓ ସି ଆର ପି ଏଫ କମାଡେଣ୍ଟ ସଂଜୀବ ଟିଏମ ଙ୍କ ସମ୍ମୁଖରେ ଅସ୍ତ୍ର ତ୍ୟାଗ କରି ସମାଜ ର ମୁଖ୍ୟ ସ୍ରୋତ ରେ ସାମିଲ ହେବାପାଇଁ ଆତ୍ମସମର୍ପଣ କରିଥିଲେ l ଆଇ ଜି ନୀତି ଶେଖର ଅନ୍ୟ ମାଓବାଦୀ ମାନଙ୍କୁ ମଧ୍ୟ ଆହ୍ୱାନ ଦେଇଛନ୍ତି ଯେ, ଯେଉଁମାନେ ବର୍ତ୍ତମାନ ମାଓ ସଂଗଠନ ସହ ସାମିଲ ଅଛନ୍ତି ସରକାର ଙ୍କ ଆତ୍ମ ସମର୍ପଣ ନୀତି ଜରିଆରେ ରେ ପୋଲିସ ପାଖରେ ଆତ୍ମସମର୍ପଣ କରେ ମାଓବାଦୀ ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ସୁଯୋଗ ପାଇବା ସହ ସମାଜର ମୁଖ୍ୟ ସୋତ୍ରରେ ସେମାନେ ସାମିଲ ହୋଇପାରିବେ ବୋଲି ଆହ୍ୱାନ ଦେଇଛନ୍ତି।

News Comment

You Might Also Like

BACK TO TOP