Breaking News

ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||     

ପାଙ୍ଗିଡ଼ି ସରକାରୀ ଊଚ୍ଚ ପ୍ରାଥମିକ ବିଦ୍ୟାଳୟ ର 70 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

06-Feb-2026

ପାଙ୍ଗିଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ତମ ବାର୍ଷିକ  ଉତ୍ସବ

ବୁଗୁଡ଼ା, ୦୬-୦୨-୨୬ :

 ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ପାଙ୍ଗିଡି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୦ତମ ବାର୍ଷିକ ଉତ୍ସବ ଫେବୃୟାରୀ ୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ବିଇଓ ଚିନ୍ମୟ ମହାପାତ୍ର ଯୋଗଦେଇ ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ବୃନ୍ଦ ଗୋପବନ୍ଧୁ ଦାସ, ନିଳକଣ୍ଠ ଦାସ, ଓ ଗୋଦାବରୀଶ ମିଶ୍ରଙ୍କ ଶିକ୍ଷା ବ୍ୟବସ୍ଥାକୁ ଅନୁସରଣ କରି ନିଜ ଜୀବନଶୈଳୀ ଗଠନ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ଯବକ୍ତା ଭାବେ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅବସରପ୍ରାପ୍ତ ପ୍ରିନ୍ସପାଲ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ଅନ୍ତରପଡ଼ା କ୍ଳଷ୍ଟର ସିଆରସିସି ସର୍ମିଷ୍ଠା କୁମାରୀ ଜେନା, ବିଦ୍ୟାଳୟର ସଭାପତି ପ୍ରକାଶ ଚନ୍ଦ୍ର ସାହୁ, ସରପଞ୍ଚ ପ୍ରତିନିଧି ପୁର୍ଣ୍ଣ ଚନ୍ଦ୍ର ବିଷୋୟୀ ଓ ଅନ୍ତରପଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ଜେନା ଯୋଗଦେଇଥିଲେ। ଅଜୟ କୁମାର ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।  ଶିଶୁ ବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଅତିଥି ବୃନ୍ଦ ପୁରସ୍କାର ବିତରଣ କରିଥିଲେ। ତ୍ରୁତୀୟ ଶ୍ରେଣୀ ଛାତ୍ରୀ କେ.ରାଣୀ ଦୋରା ମେଧାବୃତ୍ତି ପରିକ୍ଷାରେ ଶ୍ରେଷ୍ଠ ମନୋନୀତ ହୋଇ ଥିବାରୁ ତାଙ୍କୁ ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରି ସମ୍ମାନିତ କରା ଯାଇଥିଲା। ସହକାରୀ ଶିକ୍ଷକ ଅଜୟ କୁମାର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଶିବରାମ ପାତ୍ର, ଭାରତୀ ଦାଶ, ସସ୍ମିତା ମହାନ୍ତି, ଭାରତୀ ରଣା, ରାଜଶ୍ରୀ ମାଝି, ରୋଜି ବିଷୋୟୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP