Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ବୋଲେରା ପିକଅପ ସହ ବାଇକ ମୁହାଁମୁହିଁ ଧକ୍କା, ଦୁଇ ମୃତ |

07-Feb-2026

ବୋଲେର୍ ପିକଅପ ସହ ବାଇକ ମୁହାମୁହିଁ ଧକ୍କା, ୨ ମୃତ୍ୟୁ

ଓଡିଶା ଜନମତ,ବାଲିଗୁଡା, ତା, ୦୭/୦୨:

ସଞ୍ଜୟ କୁମାର ପାଣିଗ୍ରାହୀ:-

  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବୁଡ଼ାବାଲି ଠାରେ ବୋଲୋର ପିକଅପ ଓଡି ୦୭ ଏ ୫୩୧୬ ସହ ବାଜାଜ ବାଇକ୍ ଓଡି ୦୭ ପି ୦୪୯୯ ମୁହାମୁହିଁ ଧକ୍କା ଫଳରେ ବାଇକ୍ ଆରୋହୀ ଦୁଇ ଜଣ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିଲେ l ମୃତକ ମଣ୍ଡାସୁରର ପ୍ରଶାନ୍ତ ପାତ୍ର ବୋଲି ପରିଚୟ ମିଳିଥିଲା ବେଳେ ଅନ୍ୟ ଜଣକର ପରିଚୟ ମିଳିପାରି ନାହିଁ। ଘଟଣାରୁ ପ୍ରକାଶଯେ ବୋଲର ପିକଅପ ଟି ବାଲିଗୁଡାରୁ ସାରଙ୍ଗଗଡ ଯାଉଥିଲା ବେଳେ ବିପରୀତ ଦିଗରୁ ବାଜାଜ୍ ବାଇକ ଫୁଲବାଣୀରୁ ବାଲିଗୁଡା ଅଭିମୁଖେ ଯାଉଥିଲା l ଡାମେରିକିଆ ନିକଟ ବୁଡାବାଲି ଠାରେ ଦୁର୍ଘଟଣା ଘଟିଥିଲା ବେଳେ ଘଟଣା ସ୍ଥଳରେ କ.ନୂଆଗାଁ ଥାନା ଅଧିକାରୀ ଆଶୁତୋଷ ଜେନା ଏବଂ ଏସଆଇ ବାସୁଦେବ ପଣ୍ଡା ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଥିବା ବେଳେ ଅଧିକ ତଦନ୍ତ ଜାରି ରଖିଛନ୍ତି।

News Comment

You Might Also Like

BACK TO TOP