Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ସର୍ବଭାରତୀୟ କବାଡି ପ୍ରତିଯୋଗିତା ରେ ଓଡିଶା ଟିମରେ ବୁଗୁଡ଼ା ବ୍ଳକର ଭଞ୍ଜ କିଶୋର ଗୌଡ଼ |

07-Feb-2026

ସର୍ବଭାରତୀୟ କବାଡି ପ୍ରତିଯୋଗିତାର ଓଡିଶା ଟିମରେ ବୁଗୁଡା ବ୍ଳକର ଭଞ୍ଜ କିଶୋର ଗୌଡ଼ 

ଓଡିଶା ଜନ ମତ, ବୁଗୁଡା, ୦୭/୦୨/୨୬ : 

ଡ.କୁମୁଦ ଚନ୍ଦ୍ର ବେହେରା :--

ଚଣ୍ଡୀଗଡରେ ଅନୁଷ୍ଠିତ ପୁରୁଷ ବିଭାଗ ସର୍ବଭାରତୀୟ କବାଡି ପ୍ରତିଯୋଗିତାରେ ବୁଗୁଡା ବ୍ଳକର ତାଳସାକର ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଭଞ୍ଜ କିଶୋର ଗୌଡ଼ ଓଡ଼ିଶାର ୧୦ ଜଣିଆ ଖେଳାଳିଙ୍କ ମଧ୍ୟରେ ସ୍ଥାନ ପାଇ ଚଣ୍ଡୀଗଡ ଯାତ୍ରା କରିଛନ୍ତି। ସର୍ବଭାରତୀୟ ସ୍ତରରେ ମାଧ୍ୟମିକ ଶିକ୍ଷା ବିଭାଗ ପୁରୁଷ କ୍ରୀଡା ଶିକ୍ଷକମାନଙ୍କ  ଅଲ ଇଣ୍ଡିଆ ସିଭିଲ ସର୍ଭିସେସ କବାଡି ଟୁର୍ଣାମେଣ୍ଟ ୨୦୨୫-୨୬ (ପୁରୁଷ ବିଭାଗ) ଆସନ୍ତା ୯/୦୨/୨୬ ତାରିଖ ଠାରୁ ୧୪/୦୨/୨୬ ତାରିଖ ପର୍ଯ୍ୟନ୍ତ ଚଣ୍ଡୀଗଡ ସେକ୍ଟର-୪୨ କବାଡି ପଡିଆରେ ଅନୁଷ୍ଠିତ ହେବାକୁଯାଉଛି। ରାଜ୍ୟସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ସଂଖ୍ୟା ୩୨୧୩ ତାରିଖ ୪/୦୨/୨୬ ପ୍ରକାରେ ସର୍ବଭାରତୀୟ ସ୍ତରର ଏହି ପୁରୁଷ ବିଭାଗ ପିଇଟିମାନଙ୍କ କବାଡି ପ୍ରତିଯୋଗିତାରେ ଓଡିଶାରୁ ମୋଟ ୧୦ ଜଣ କ୍ରୀଡା ଶିକ୍ଷକ ମନୋନୀତ ହୋଇଥିବା ବେଳେ ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ କ୍ରୀଡା ଶିକ୍ଷକ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ବୁଗୁଡା ବ୍ଳକ ତାଳସାକର ଗ୍ରାମର ମହାମାୟୀ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଭଞ୍ଜ କିଶୋର ଗୌଡ଼ ଅନ୍ୟତମ। ସର୍ବଭାରତୀୟ କବାଡି ପ୍ରତିଯୋଗିତାରେ ବୁଗୁଡା ବ୍ଳକର ଭଞ୍ଜ କିଶୋର ଗୌଡ଼ ସ୍ଥାନ ପାଇ ବୁଗୁଡା ବ୍ଲକ ପାଇଁ ଗୌରବ ଆଣିପାରିଥିବାରୁ ବୁଦ୍ଧିଜୀବୀ ଓ କ୍ରୀଡା ପ୍ରେମୀ ବୃନ୍ଦ ଅଭିନନ୍ଦନ ଜଣାଇବା ସହ ସଫଳତା କାମନା କରିଛନ୍ତି।

News Comment

You Might Also Like

BACK TO TOP