Breaking News

ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||     

ସ୍ୱର୍ଗତ ରୁକ୍ମୁଣୀ ପଣ୍ଡା ଙ୍କ ଦ୍ୱାଦଶାହ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ |

08-Feb-2026

ସ୍ଵର୍ଗତ ରୁକ୍ମିଣୀ ପଣ୍ଡାଙ୍କ ଦ୍ଵାଦଶାହ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା: -

 ଚଳିତ ମାସ ୩ ତାରିଖ ମଙ୍ଗଳବାର କୃଷ୍ଣ ପକ୍ଷ ତିଥି ଦିବସରେ ଓୟୁଜେ ଗଞ୍ଜାମ ଜିଲ୍ଲା ସଭାପତି ସଦାଶିବ ପଣ୍ଡାଙ୍କ ମାତା ସ୍ଵର୍ଗତ ରୁକ୍ମିଣୀ ପଣ୍ଡାଙ୍କ ଦ୍ଵାଦଶାହ ପୁଣ୍ୟତିଥି ଦିବସ ପାଳିତ ହୋଇଥିଲା । ପୁରୁଷୋତ୍ତମପୁର ସହର ତାଙ୍କର ବାସଗୃହ ନିକଟସ୍ଥ ଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ଖଲିକୋଟ ପୂର୍ବତନ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ବିଜେଡି ବରିଷ୍ଠ ନେତା ଅଜୁ ମହାରଣା, ପୁରୁଷୋତ୍ତମପୁର ଆଇନଜୀବୀ ସଂଘ ସଭାପତି କୃଷ୍ଣ ଚନ୍ଦ ଗୌଡ଼, ସମ୍ପାଦକ ରବୀନ୍ଦ୍ର ସାହୁ, ଉପସଭାପତି ଦୁର୍ଗାଚରଣ ଦାସ, ସହ-ସମ୍ପାଦକ ଶଶାଙ୍କ ଶେଖର ରାଓ, ଉପେନ୍ଦ୍ର ପଣ୍ଡା, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ପ୍ରଭାତ କୁମାର ଦାସଙ୍କ ସମେତ ଓୟୁଜେ ପୂର୍ବତନ ସଭାପତି ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ଓ ହରିହର ପାତ୍ର, ରାଜ୍ୟ ସଂଘ ସାଙ୍ଗଠନିକ ସମ୍ପାଦକ ଅଶୋକ କୁମାର ମହାଙ୍କୁଡ଼, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ମିଶ୍ର, ସମ୍ପାଦକ ସନ୍ତୋଷ କୁମାର ପଣ୍ଡା, ବରିଷ୍ଠ ସଦସ୍ୟ ବାଳକୃଷ୍ଣ ପଟ୍ଟନାୟକ, କ୍ଷେତ୍ରବାସୀ ସାହୁ, କେ. ସୁମିତ୍ରା ପାତ୍ର, କେ. ସନ୍ତୋଷ ପାତ୍ର, ଟି. ଶରତ କୁମାର ସୁବୁଦ୍ଧି, ରୋହିତ ପ୍ରଧାନ, ପିଣ୍ଟୁ ବିଷୋୟୀ ପ୍ରମୁଖ ସାମ୍ବାଦିକମାନେ ଯୋଗଦେଇ  ସ୍ଵର୍ଗତ ରୁକ୍ମିଣୀ ପଣ୍ଡାଙ୍କ ଫଟୋରେ ପୁଷ୍ପାଞ୍ଜଳୀ ପୂର୍ବକ ଭାବବିହ୍ଵଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP