Breaking News

ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||     

ବେଆଇନ ମୋରମ ଚାଲାଣ ଅଭିଯୋଗ ରେ ହାଇୱା ଗାଡି ଜବତ |

21-Feb-2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱ। ଗାଡ଼ି ଜବତ,

  ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଲାଭ ଜନକ ଖଣିଜ ପଦାର୍ଥ ବ୍ୟବସାୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ବ୍ୟବସାୟୀ ମାନେ ନିୟମ କାନୁନ କଣ ଜାଣି ପାରୁ ନାହାନ୍ତି। ଗତକାଲି ହିଞ୍ଜିଳିକାଟୁ ତହସିଲଦାର ତପନ କୁମାର ମହାପାତ୍ର ନିଜ ଅଞ୍ଚଳ ବୁଲୁଥିବା ବେଳେ ଅଚାନକ ଦୁଇଟି ମୋରମ୍ ବୋଝେଇ ହାଇୱ। ଗାଡ଼ି ବେଲଗାଁ ଥାନା ଅନ୍ତର୍ଗତ ପାଗଳ ବାବା ଆଶ୍ରମ ନିକଟରେ ଅଟକାଇ ଯାଞ୍ଚ କରିଥିଲେ ଓ ଦେଖିବା ବେଳକୁ ଉକ୍ତ ଗାଡ଼ିରେ ବିନା ଟ୍ରାନଜିଟ୍ ପାସ୍ ରେ ମୋରମ୍ ବୋଝେଇ ହୋଇଛି। ତହସିଲଦାର ଉକ୍ତ ଦୁଇ ଗାଡି କୁ ଜବତ କରି ବେଲଗାଁ ଥାନା ରେ ଜିମା ଦେଇଛନ୍ତି।

News Comment

You Might Also Like

BACK TO TOP