Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ଗୋଳନ୍ଥରା ସନ୍ତୋଷୀମା ମା ମନ୍ଦିର ନିକଟ ପୋଖରୀରୁ ଯୁବକଙ୍କ ଶବ ଉଦ୍ଧାର |

22-Feb-2026

ରାସ୍ତା କଡ ପୋଖରୀ ରୁ ଯୁବକ ର ଶବ ଉଦ୍ଧାର।(

  ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗୋଳନ୍ଥରା ଥାନା ନିକଟ ଜାତୀୟ ରାଜପଥ କଡ଼ରେ ଥିବା ସନ୍ତୋଷୀ ମନ୍ଦିର ପୋଖରୀ ରୁ ହେଚ୍ ରାଜିକା ନାମକ ଜଣେ ଯୁବକ କୁ ପରିବାର ଲୋକେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିବା ପରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି। ମୃତ ରାଜିକା ଘର ନିକଟସ୍ଥ ତତଡାପଲୀ ଗ୍ରାମରେ ହୋଇଥିବା ବେଳେ ସେ ଉକ୍ତ ପୋଖରୀ କୁ ଗାଧୋଇବା ପାଇଁ ଆସି ଅସାବଧାନତା ବଶତଃ ପାଣି ଭିତରେ ବୁଡ଼ି ପଙ୍କ ରେ ଲାଗିଯାଇଥିଲା। ଅନ୍ୟ ପକ୍ଷରେ ବହୁତ ସମୟ ଘରକୁ ନଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରି ଉକ୍ତ ପୋଖରୀ ରୁ ଉଦ୍ଧାର କରିଥିଲେ।

News Comment

You Might Also Like

BACK TO TOP