Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ଜରଡ଼ା ଜଙ୍ଗଲରେ ମାଓବାଦୀ ପୋଲିସ ମୁହାଁମୁହିଁ, ଦୁଇ ମାଓବାଦୀ ନିହତ |

22-Feb-2026

ମାଓବାଦୀ-ପୁଲିସ ମୁହାଁମୁହିଁ : କରଡା ଜଙ୍ଗଲରେ ଏନକାଉଣ୍ଟର, ଦୁଇ ମାଓବାଦୀ ନିହତ

ଓଡିଶା ଜନମତ,କନ୍ଧମାଳ, ତା, ୨୨/୦୨:

ସଞ୍ଜୟ କୁମାର ପାଣିଗ୍ରାହୀ): --

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। କନ୍ଧମାଳ ଜିଲ୍ଲାର ରାଇକିଆ ଥାନା ଅନ୍ତର୍ଗତ କରଡା ଜଙ୍ଗଲରେ ମାଓ ଗତିବିଧି ସୂଚନା ପାଇ ଏସଓଜି ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଏହି ସମୟରେ ଜଙ୍ଗଲରେ ଲୁଚିଥିବା ମାଓବାଦୀମାନେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା କ୍ୟାଡର ଥିବା ଜଣାପଡିଛି। ମାର୍ଚ୍ଚ ଶେଷ ସୁଦ୍ଧା ମାଓବାଦୀଙ୍କ ମୂଳୋତ୍ପାଟନ ପାଇଁ ଯେଉଁ ପ୍ରକ୍ରିୟା ଚାଲିଛି, ସେଥିରେ କନ୍ଧମାଳ ଜିଲାରେ କିଛି ମାଓବାଦୀ ଆତ୍ମଗୋପନ କରିଛନ୍ତି । ଏହାକୁ ନେଇ କିଛି ଦିନ ହେଲା କମ୍ବିଂକୁ ଜୋରଦାର କରାଯାଇଛି । ଗତ ସପ୍ତାହରେ ରାଇକିଆ ଥାନା ଇନ୍ଦ୍ରଗଡ ପଞ୍ଚାୟତ ରେ ମଧ୍ୟ ପୋଲିସ ମାଓବାଦୀ ମୁହମୁହିଁ ହେବା ସହ ଗୁଳିବିନମୟ ହୋଇଥିଲା । ଏଥିରେ ମାଓବାଦୀ ମାନେ ଛତ୍ରଭଙ୍ଗ ଦେଇଥିଲେ । ଉକ୍ତ ଜଙ୍ଗଲରେ ଏବେବି କମ୍ଵିଂ ଅପରେସନ ଜାରି ରହିଛି।

News Comment

You Might Also Like

BACK TO TOP