Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ଡାବୁଙ୍ଗା ଥାନା ମହେନ୍ଦ୍ରି ଗ୍ରାମ ନିକଟରେ ଅଜଣା ଗାଡି ଧକ୍କାରେ ବୃଦ୍ଧ ଙ୍କ ମୃତ୍ୟୁ |

22-Feb-2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ଙ୍କ ମୃତ୍ୟୁ,

      ଓଡିଶା ଜନ ମତ ବ୍ୟୁରୋ, 

ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ମହେନ୍ଦ୍ରି ଗ୍ରାମ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧ ଙ୍କ ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣକ ଡାବୁଗାଁ ଥାନା ଅନ୍ତର୍ଗତ ମୁଣ୍ଡାଗୁଡା ଗ୍ରାମ ର କୃଷ୍ଣ ଭତରା (୭୦) ବୋଲି ଜଣା ପଡିଛି। ଏ ନେଇ ଡାବୁଗାଁ ଥାନାରେ ମୃତ ବୃଦ୍ଧ ର ସମ୍ପର୍କୀୟ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାଇ ଗତ ୨୦ ତାରିଖ ଶୁକ୍ରବାର ଦିନ ମୁଣ୍ଡାଗୁଡା ଗ୍ରାମ ର କୃଷ୍ଣ ଭତରା (୭୦) କୌଣସି କାର୍ଯ୍ୟରେ ଡାବୁଗାଁ ଥାନା ଅନ୍ତର୍ଗତ ମହେନ୍ଦ୍ରୀ ଗ୍ରାମ ରାଜ୍ୟ ରାଜପଥ ନିକଟ ଧାନ ମିଲ କୁ ଆସିଥିଲେ। ସେଠାରେ କାର୍ଯ୍ୟ ସାରି ସନ୍ଧ୍ୟା ୭ ଘଣ୍ଟ ସମୟରେ ନିଜ ଗ୍ରାମ କୁ ଯିବାକୁ ବାହାରିଥିଲେ। ତେବେ ରାଜ୍ୟ ରାଜପଥ ଉପରେ ମହେନ୍ଦ୍ରି ଗ୍ରାମ ଛକରେ ରାସ୍ତା ପାର ହେଉଥିବା ସମୟରେ ଏକ ଅଜଣା ଗାଡି ବୃଦ୍ଧ କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ବୃଦ୍ଧ କୃଷ୍ଣ ଭତରା ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ନବରଙ୍ଗପୁର ସରକାରୀ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବିଳମ୍ବିତ ରାତ୍ରରେ ଚିକିତ୍ସିତ ଅବସ୍ଥାରେ କୃଷ୍ଣ ଭତରା ଙ୍କ ମୃତ୍ୟୁ ଘଟିଥିଲା । ଏ ନେଇ ମୃତ କୃଷ୍ଣ ଭତରା ଙ୍କ ସମ୍ପର୍କୀୟ ଡାବୁଗାଁ ଥାନାରେ ଏତଲା ଦେବାପରେ ପୁଲିସ କେସ ନମ୍ବର ୩୫/୨୬ ରେ ମାମଲା ରୁଜୁ କରିଥିଲେ। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଥିବା ବେଳେ ପୁଲିସ ଏ ଏସ ଆଇ ଚନ୍ଦ୍ର ଶେଖର ହଜାରି ଘଟଣା ର ତଦନ୍ତ କରୁଛନ୍ତି।

News Comment

You Might Also Like

BACK TO TOP