Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

କୋଦଳା କୁ ସବଡ଼ିଭିଜନ ମାନ୍ୟତା ଦାବିରେ ସ୍ୱାଭିମାନ ସୁରକ୍ଷା ମଞ୍ଚର ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ |

24-Feb-2026

କୋଦଳାକୁ ସବ୍ ଡିଭିଜନ ମାନ୍ଯତା ଦାବି,
ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ,

     ଓଡିଶା ଜନ ମତ କୋଦଳା, ସୂର୍ଯ୍ୟନାରାୟଣ ବଡୁ,

ଗଞ୍ଜାମ ଜିଲ୍ଲାର କୋଦଳା ତହସିଲ ସର୍ବ ପୁରାତନ ତହସିଲ ।ଏହାକୁ ଏବେ ସବ୍ ଡିଭିଜନ ମାନ୍ଯତା ଦାବି କରୁଛନ୍ତି ସ୍ଥାନୀୟ ଅଞ୍ଚଳବାସୀ ।ଇତିହାସରୁ ଜଣାପଡ଼େ ଯେ ବ୍ରିଟିଶ ଶାସନ ସମୟରେ ଏହା ଏକ ଉପଖଣ୍ଡ ଭାବେ ପରିଚିତ ଥିଲା। ବହୁ ପୁରାତନ ତହସିଲ କୋଦଳା ଏବେ ଲାଞ୍ଛିତ ଓ ଅବହେଳିତ ହୋଇ ରହି ଯାଇଛି। ଏଣୁ କୋଦଳାକୁ ଏବେ ଉପଖଣ୍ଡ ତଥା ସବ୍ ଡିଭିଜନ ମାନ୍ଯତା ଦାବି କରୁଛନ୍ତି ସ୍ଥାନୀୟ ଅଞ୍ଚଳବାସୀ ।ଦଳମତ ନିର୍ବିଶେଷରେ ବିଭିନ୍ନ ବର୍ଗର ଲୋକଙ୍କୁ ନେଇ ଗଠିତ ହୋଇଥିବା କୋଦଳା ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କୋଦଳା ଜଗନ୍ନାଥ ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଂଯୋଜନାରେ କୋଦଳା ଏନଏସି ଉପାଧ୍ଯକ୍ଷା ରଞ୍ଜିତା ସେଠୀ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ। ଏହି ଦାବିକୁ ଆଗାମି ଦିନରେ କିପରି ରାଜ୍ଯ ସରକାରଙ୍କ ନିକଟରେ ଉପସ୍ଥାପନ କରିବା ସହ କୋଦଳାକୁ ସବ୍ ଡିଭିଜନ ମାନ୍ଯତା ପ୍ରଦାନ କରାଯିବ ସେ ନେଇ ସମସ୍ତେ ନିଜ ମାଟି ପାଇଁ ଲଢିବାକୁ ଉକ୍ତ ବୈଠକରେ ଆହ୍ବାନ ଦେଇଥିଲେ । ଆଗାମୀ ୨୭ ତାରିଖରେ କୋଦଳା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯିବାକୁ ଉକ୍ତ ବୈଠକରେ ସ୍ଥିର କରାଯାଇଛି। 
ଏଥିରେ ସମାଜସେବୀ ତଥା ପୂର୍ବତନ କାଉନସିଲର ସନ୍ତୋଷ ନାୟକ, ଆଇନଜୀବୀ ମୀରାବାଈ ଦେଓ, କାଉନସିଲର ମନୋରଞ୍ଜନ ଡାକୁଆ, ବରିଷ୍ଠ ନାଗରିକ ସଂଘର ସଭାପତି ସୂର୍ଯ୍ୟ ନାରାୟଣ ଦୋରା, ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ୍ୟା ସରୋଜିନୀ ବ୍ରହ୍ମା,ଗଣେଷ ଯୁବକ ସଂଘ ସଭାପତି ସନ୍ତୋଷ କୁମାର ପ୍ରଧାନ,ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ, ସାମ୍ବାଦିକ ସୁଶାନ୍ତ କୁମାର ପଟ୍ଟନାୟକ, ସୂର୍ଯ୍ୟ ନାରାୟଣ ବଡୁ,ରଜନୀ ସେଠୀ, ରଶ୍ମି ରଞ୍ଜନ ପଣ୍ଡା,କାଳୀ ପ୍ରସାଦ ରଥ, ଚନ୍ଦନ ସ୍ୱାଇଁ, ରମେଶ ନାୟକ, ବିଭୁତି ଭୂଷଣ ରଥ ଙ୍କ ସମେତ ବହୁ ବୁଦ୍ଧିଜୀବୀ, କର୍ମକର୍ତ୍ତା ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP