Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||     

ରାଜଧାନୀ ଲିଙ୍ଗିପୁର ନିକଟ ସୁପର ମାର୍କେଟ ରେ ଅଗ୍ନି କାଣ୍ଡ |

24-Feb-2026

ରାଜଧାନୀ ଭୁବନେଶ୍ୱର ଲିଙ୍ଗିପୁର ନିକଟରେ ଥ‌ିବା ସୁପରମାର୍ଟରେ ଭୟଙ୍କର ଅଗ୍ନିକାଣ୍ଡ |

ଓଡିଶା ଜନ ମତ ବ୍ୟୁରୋ,

ଗତକାଲି ରାତି ପ୍ରାୟ ସାଢେ ୧୦ଟାରୁ ଭୁବନେଶ୍ଵର ଲିଙ୍ଗିପୁର ନିକଟରେ ଥ‌ିବା ସୁପରମାର୍ଟରେ ଭୟଙ୍କର ଅଗ୍ନିକାଣ୍ଡ ନିଆଁ ଦେଖୁବାକୁ ମିଳିଛି । ଆଜି ମଧ୍ଯ ହୁତୁ,ହୁତୁ ହୋଇ ଜଳୁଛି ନିଆଁ । ନିଆଁ ଲିଭାଇବାରେ ଲାଗିଛି ଅଗ୍ନିଶମବାହିନୀ । ତଥାପି ଆୟତ କରିବା କଷ୍ଟ କର ହେଇଥିଲା । ସୁପରମାର୍ଟର ତୃତୀୟ ମହଲା ରେ ନିଆଁ ଲାଗିଥିଲା, ପରି ଶେଷ ରେ ଉପାୟ ନ ପାଇ ବିଲଡିଂ କାନ୍ଥ ଭାଙ୍ଗି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖୁଥିଲା ଅଗ୍ନିଶମ ବାହିନୀ । କାଲିଠୁ ନିଆଁ ଲିଭାଇବାକୁ ୪୦ରୁ ଊର୍ଦ୍ଧ୍ବ ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ ମଧ୍ଯ ନିଆଁକୁ ଆୟତ କରା଼ ଯାଇ ପାରି ନଥିଲା ବୋଲି  କହିଛନ୍ତି ଫାୟାର ମୁଖ୍ୟ | 
ତେବେ ଯାହା କ୍ଷତି ପୂରଣହୋଇଛି ତାହାକୁ ଆମେ ଦେବା ପାଇଁ ଚେଷ୍ଟା କରିବୁ,ବୋଲି ଏକାମ୍ର ବିଧାୟକ  ସ୍ଥିତି ଅନୁଧ୍ୟାନ ପରେ ମିଡ଼ିଆ କୁ ସୂଚନା
ଦେଇଛନ୍ତି | ତେବେ ଘଟଣା ସୂତ୍ର ରୁ ଜଣା ପଡ଼ିଛି କୋଟି କୋଟିଟଙ୍କାର ଜିନିଷ ନଷ୍ଟ ହୋଇଯାଇଛି ।

News Comment

You Might Also Like

BACK TO TOP