Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||     

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର |

25-Feb-2026

ଜଙ୍ଗଲରୁ ନିଖୋଜ ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର,

      ଓଡିଶା ଜନ ମତ ବ୍ୟୁରୋ,

ଦୀର୍ଘ ଚାରିମାସ ତଳେ ଜଣେ ଯୁବକ ନିଖୋଜ ହୋଇ ଥିଲେ ମଧ୍ୟ କୌଣସି ସନ୍ଧାନ ମିଳି ନଥିଲା | ହେଲେ ବଣକୁ କାଠ ଗୋଟେଇ ବାକୁ ଯାଇଥିବା ଲୋକେ ଦେଖି ପୋଲିସ କୁ ଖବର ଦେଇଥିଲେ | ଏପରି ଦୃଶ୍ୟ ଦେଖିବାକୁ ମିଳିଛି,ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ଥାନା ଅଧୀନସ୍ଥ ବନ୍ଦଲ ଗ୍ରାମ ନିକଟସ୍ଥ ଜଙ୍ଗଲ ମଧ୍ୟରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ କେନ୍ଦୁଡ଼ିହି ଗ୍ରାମର ବିଦେଶୀ ନାଏକ।ସୂଚନାନୁସାରେ, ବିଦେଶୀ ନାଏକ ଗତ ୧୫ ନଭେମ୍ବରରେ ତାଙ୍କ ଭଉଣୀଙ୍କ ଘର ବନ୍ଦଲକୁ ଯାଇଥିଲେ। ସେହି ଦିନ ଘରୁ ବାହାରିବା ପରେ ସେ ଆଉ ଫେରି ନଥିଲେ। ପରିବାର  ଲୋକ ଚାରିଆଡେ ଖୋଜାଖୋଜି  କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥୁଲା। ପରେ କୋଇଡ଼ା ଥାନାରେନିଖୋଜ ଅଭିଯୋଗ ଦାଖଲ କରାଯାଇଥିଲା।ଖୋଜାଖୋଜି ଜାରି ଥିବାବେଳେ ଆଜି ସକାଳେ କିଛି ଗ୍ରାମବାସୀ ଜାଳକାଠ ସଂଗ୍ରହ ପାଇଁ ଜଙ୍ଗଲକୁ ଯାଇଥିବା ସମୟରେଗଳିତ ମୃତଦେହ ଦେଖୁ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଘଟଣାସ୍ଥଳକୁ ପହଞ୍ଚି ଗଳିତ ମୃତଦେହକୁ ଚିହ୍ନଟ କରିଥିଲେ। ଓ କୋଇଡ଼ା ପୋଲିସକୁ ଖବର ଦେଇଥିଲେ ଖବର ପାଇ କୋଇଡା଼ ପୋଲିସ ଓ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ସ୍ଥଳ ପରୀକ୍ଷଣ ସମୟରେ ଉପଡ଼ି ଥିବା ଗଛ ଓ  ଓ ହାତୀର ପାଦଚିହ୍ନ ମିଳିଥିବାରୁ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି | ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ତଦନ୍ତ ଜାରି ରଖୁଛି।

News Comment

You Might Also Like

BACK TO TOP