Breaking News

କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||     

ପୁରୁଷୋତ୍ତମପୁର ଏନଏସି କନକା ଏକ ନଂ ୱାର୍ଡର ପୂର୍ବତନ କାଉନ ସିଲର ଙ୍କ ଦେହାନ୍ତ ||

25-Feb-2026

ପୁରୁଷୋତ୍ତମପୁର କନକା ରଏକ ନଂ ପୂର୍ବତନ କାଉନ ସିଲର ଙ୍କ 81 ବର୍ଷରେ ଦେହାନ୍ତ,

    ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ର ଏକ ନଂ ୱାର୍ଡର ପୂର୍ବତନ କାଉନ ସିଲର  କନକା ବାସିନ୍ଦା ତଥା ପରୋପକାରୀ ବୃଦ୍ଧ ବି ମୁରଲୀ ପାତ୍ର ଙ୍କ 81 ବର୍ଷ ରେ ଦେହାନ୍ତ ହୋଇ ଯାଇଛି | ତାଙ୍କର ଦେହାନ୍ତ ଖବର ପାଇ ରାଜନେତା  ତଥା ସ୍ଥାନୀୟ ବାସିନ୍ଦା ତାଙ୍କ ଘରକୁ ଯାଇ ମୁରଲୀ ଙ୍କ ଶେଷ ଦର୍ଶନ କରି  ତାଙ୍କର ଅମର ଆତ୍ମାର ସଦଗତି କାମନା କରି ତାଙ୍କ ପରିବାର ଙ୍କୁ ଧର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ସମସ୍ତେ ଭଗବାନ ଙ୍କ ପାଖରେ ପାର୍ଥନା  କରିଛନ୍ତି | ମୁରଲୀଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ବୋହୁ ନାତି ନାତୁଣୀ, ଆତ୍ମୀୟ ସ୍ୱଜନ,ବନ୍ଧୁ ବାନ୍ଧବ ଉପସ୍ଥିତ ଥିଲେ | ଋଷିକୁଲ୍ୟା ନଦୀ ବାଲି ପଠାରେ ତାଙ୍କର ଶେଷ କୃତ୍ୟ ସମ୍ପର୍ଣ୍ଣ କରାଯାଇ ଥିବାର ପୁଅ ଅନିଲ ପାତ୍ର ସୂଚନା ଦେଇଛନ୍ତି |

News Comment

You Might Also Like

BACK TO TOP