Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଯୌନ ନିର୍ଯାତନା କୁ ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||

25-Feb-2026

ଯୌନ ଶୋଷଣ ବା ଯୌନ ନିର୍ଯାତନା ସଚେତନତା କାର୍ଯ୍ୟକ୍ରମ, 

  ଓଡିଶା ଜନ ମତ ବେଗୁନିଆପଡା- ସୂର୍ଯ୍ ନାରାୟ ବଡୁ,

 ବୁଧବାର ଅପରାହ୍ନ ରେ କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦ ର କଲ୍ୟାଣ ମଣ୍ଡପ ପରିସରରେ କୋଦଳା ତାଲୁକା ଆଇନ ସେବା କମିଟି ଆନୁକୁଲ୍ୟ ରେ ଯୌନ ଶୋଷଣ ବା ଯୌନ ନିର୍ଯାତନା ରୁ ଉଦ୍ଧାର ପାଇବା ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ତାଲୁକ ଲିଗାଲ ସର୍ଭିସ କମିଟି ଅଧ୍ୟକ୍ଷ୍ୟ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ ବିଶ୍ୱରଞ୍ଜନ ବେହେରାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି, ଆମ ଦେଶରେ ପ୍ରତ୍ୟକ ଦିନ ଅନେକ ମହିଳା ବିଭିନ୍ନ ଅନୁଷ୍ଠାନ ତଥା କାର୍ଯ୍ୟାଳୟ ରେ ଯୌନ ଶୋଷଣ ବା ଯୌନ ନିର୍ଯାତନା ର ଶିକାର ହେଉଛନ୍ତି, କିନ୍ତୁ ଏହି ଦୁଖଦଃ ଘଟଣାକୁ ସେମାନେ କାହାରିକୁ ଅଭିଯୋଗ ମଧ୍ୟ କରୁନଥିବା ଜଣା ପଡିଛି,ଏହି ଯୌନ ଶୋଷଣ ରୁ କିପରି ନିଜକୁ ଉଦ୍ଧାର କରିବା ସହିତ ଆଇନ ର ଆଶ୍ରୟ ନିଆଯିବ ସେହି ସମ୍ପର୍କେ ବିଭିନ୍ନ ପ୍ରକାର ଉଦାହରଣ ମାଧ୍ୟମ ରେ ଉପସ୍ଥିତ ବ୍ୟକ୍ତି ବିଶେଷ ଙ୍କୁ ପରାମର୍ଶ ଦେଇଥିଲେ l ବରିଷ୍ଠ ଦେୱାନୀ ବିଚାରପତି ରେଖାରାଣୀ ପଣ୍ଡା ,ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ବିଚାରପତି ଶୋଭନ କୁମାର ପଣ୍ଡା,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୃଷ୍ଣ ଚନ୍ଦ୍ର ରଥ, ଅତିରିକ୍ତ ସରକାରୀ ଓକିଲ ରଶ୍ମି ରାଣୀ ପାଇକରାୟ, ବରିଷ୍ଠ ଆଇନଜୀବୀ ପ୍ରଫୁଲ୍ଲ କୁମାର ମିଶ୍ର, ଭଗବାନ ହୋତା ମଞ୍ଚାସିନ ରହି ଯୌନ ଶୋଷଣ ରୁ ମୁକ୍ତି ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ l ଏପିପି କାମାକ୍ଷ୍ୟ ପ୍ରସାଦ ମହାପାତ୍ର,ଆଇନଜୀବୀ ମାନସ କୁମାର ମିଶ୍ର, ନୀଳମଣି ପଣ୍ଡା, ଶିବ ଶଙ୍କର ପାଣିଗ୍ରାହୀ,ସମେତ କୋଦଳା ତହସିଲ, କୋର୍ଟ,ଏନଏସି କର୍ମଚାରୀ ଏବଂ ବହୁ ମହିଳା ମା ଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ର ସଫଳ ରୂପାୟନ ହୋଇଥିଲା l ପରିଶେଷ ରେ ଆଇନଜୀବୀ ଶିବ ଶଙ୍କର ପାଣିଗ୍ରାହୀ  ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP