Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ଖଲ୍ଲିକୋଟ ବ୍ଳକ ଗୁହାରିଆପାଟ ସେବାଶ୍ରମ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ପାଳିତ |

26-Feb-2026

ଖଲ୍ଲିକୋଟ : ଗୁହାରିଆପାଟ ସେବାଶ୍ରମ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ଆୟୋଜିତ

ଖଲ୍ଲିକୋଟ ବ୍ଲକ୍ ଅର୍ନ୍ତଗତ କନକା କ୍ଲଷ୍ଟର ଅଧୀନସ୍ଥ ଗୁହାରିଆପାଟ ସେବାଶ୍ରମ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ନିୟନ୍ତ୍ରିତ ଅତିଥି ମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ସହିତ ସମୂହ ଦୀପ ମନ୍ତ୍ର ଉଚ୍ଚାରଣ କରିଥିଲେ । ଉତ୍ସବରେ ଅନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁକା ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଡିମିରିଆ ପଞ୍ଚାୟତର ପ୍ରାକ୍ତନ ସରପଞ୍ଚ ତଥା ଯୁବ ସମାଜସେବୀ ମନୋଜ କୁମାର ଗୈ।ଡ ମୁଖ୍ୟ ଅତିଥି, ଯୁବ ସାହିତ୍ୟିକ ତଥା କନକା କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ମୁଖ୍ୟ ବକ୍ତା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡାଙ୍ଗୁଆ ଜାନି, ସଦସ୍ୟ ବୃନ୍ଦାବନ ଜାନି ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଛାତ୍ର ଛାତ୍ରୀମାନଙ୍କୁ ଉତ୍ତମ ଚରିତ୍ର ସମ୍ପନ୍ନ ହେବା ସହିତ ସମାଜରେ ଜଣେ ଜଣେ ଭଲ ମଣିଷ ହେବା, ସାମାଜିକ କାର୍ଯ୍ୟ ସମ୍ପାଦନ କରିବା, ଉଚ୍ଚ ଆକାଂକ୍ଷା ରଖି ଶିକ୍ଷା ସ୍ରୋତରେ ଆଗୁସାର ହେବା ପାଇଁ ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ 
ଶ୍ରୀମତୀ ରେଣୁକା ବେହେରା ବାର୍ଷିକ ବିବରଣୀ ପଠନ କରିଥିଲେ । ଅନୁଷ୍ଠାନର ସହକାରୀ ଶିକ୍ଷକ ବିଦ୍ୟାଧର ଜାଲି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଛାତ୍ର ଛାତ୍ରୀଙ୍କ ମଧ୍ୟରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ମାନପତ୍ର ସିଲ୍ ସହିତ ସମ୍ମାନୀତ କରିଥିଲେ । ଆଶ୍ରମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନାଚ, ଗୀତ, ଅଭିନୟ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପରିଶେଷରେ ସହକାରୀ ଶିକ୍ଷକ ସୁକାନ୍ତ କୁମାର ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠିତ ଉତ୍ସବରେ ଗ୍ରାମର ଉତ୍ସାହୀ ଯୁବ ଗୋଷ୍ଠୀ, ଗ୍ରାମବାସୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ ।

News Comment

You Might Also Like

BACK TO TOP