Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

ମାର୍ଚ୍ଚ 14 ରେ ବ୍ରହ୍ମପୁର ରେ ଜାତୀୟ ଲୋକ ଅଦାଲତ ହେବ

26-Feb-2026

ମାର୍ଚ୍ଚ 14 ରେ ବ୍ରହ୍ମପୁର ରେ ଜାତୀୟ ଲୋକ ଅଦାଲତ ହେବ | 

    ଓଡିଶା ଜନ ମତ  ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

  ମାର୍ଚ୍ଚ ୧୪ ରେ ବ୍ରହ୍ମପୁର ରେ ଜାତୀୟ ଲୋକ ଅଦାଲତ
ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲାର ବ୍ରହ୍ମପୁର ସମେତ ସମସ୍ତ ତାଲୁକ ଆଇନ ସେବା କମିଟି ସ୍ତରରେ ଆସନ୍ତା ତା-୧୪.୦୩.୨୦୨୬ରିଖ (ଶନିବାର) ଦିନ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ଲୋକ ଅଦାଲତକୁ ଜାତୀୟ ଆଇନ ସେବା ପ୍ରାଧିକରଣ(ଦିଲ୍ଲୀ) ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ  କଟକଙ୍କ ନିର୍ଦ୍ଦେଶାନୁସାରେ ଆୟୋଜନ କରାଯାଉଛି। ଏହି ଜାତୀୟ ଲୋକ ଅଦାଲତରେ ଦାଖଲ ହୋଇଥିବା ଓ ପ୍ରି-ଲିଟିଗେସନ୍ ମାମଲାମାନଙ୍କୁ ସମ୍ମତିଭିତ୍ତିକ ଭାବରେ ସମାଧାନ କରାଯିବ। ବିଦ୍ୟୁତ ବିଲ୍, ବ୍ୟାଙ୍କ ଋଣ ଆଦାୟ, ମୋଟର ଦୁର୍ଘଟଣା ଦାବି ମାମଲା, ବୈବାହିକ ବିବାଦ, ଚେକ୍ ବାଉନ୍ସ ମାମଲା, ଶ୍ରମ ବିବାଦ, ରାଜସ୍ୱ ମାମଲା ସହିତ ବିଭିନ୍ନ ପ୍ରକାରର ସମ୍ମତିଯୋଗ୍ୟ ମାମଲାମାନଙ୍କୁ ଶୀଘ୍ର,ସହଜ ଓ ନିଶୁଳ୍କ ଭାବେ ନିର୍ଣ୍ଣୟ କରାଯିବ। ଲୋକ ଅଦାଲତରେ ମାମଲା ନିର୍ଣ୍ଣୟ ହେଲେ ଆପିଲ୍ ଶୁଳ୍କ ନାହିଁ ଓ କୋର୍ଟ ଫି ଫେରସ୍ତ ପାଇବାର ବ୍ୟବସ୍ଥା ରହିଛି। ଏହା ଦ୍ୱାରା ସମୟ ଓ ଧନର ସଞ୍ଚୟ ସହିତ ଦୁଇପକ୍ଷଙ୍କ ସମ୍ମତିରେ ବିବାଦର ସମାଧାନ ସମ୍ଭବ ହୁଏ।  ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି ଯେ, ଯେକୌଣସି ଚାଲୁଥିବା କିମ୍ବା ପ୍ରି-ଲିଟିଗେସନ୍ ମାମଲାକୁ ଜାତୀୟ ଲୋକ ଆଦାଲତରେ ରଖି ସମାଧାନ କରିବା ପାଇଁ ସମ୍ବନ୍ଧିତ ଅଦାଲତ କିମ୍ବା ଡିଏଲଏସଏ/ଟିଏଲଏସସି କାର୍ଯ୍ୟାଳୟ ସହିତ ସମ୍ପର୍କ କରନ୍ତୁ।

News Comment

You Might Also Like

BACK TO TOP