Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ଜଣେ ମୁକ, ବଧିରମାନସିକ ଅନଗ୍ରସର ନାବାଳିକା ଙ୍କୁ ଦୁଷ୍କର୍ମ |

27-Feb-2026

ବାମରା ରେ ମାନସିକ ଅନଗ୍ରସର ମୁକ ବଧିର ନାବାଳିକାଙ୍କୁ ଦୁଷ୍କର୍ମ,

     ଓଡିଶା ଜନ ମତ ବ୍ୟୁରୋ, 

ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ମାନସିକ ବିକ୍ଷିପ୍ତ ନାବାଳିକା, ଦୁଷ୍କର୍ମ ର ଶିକାର ହୋଇ ଗର୍ଭବତୀ ହୋଇଥିବା ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଜଣାପଡିଛି। ସୂଚନା ଅନୁସାରେ ଗୋବିନ୍ଦପୁର ଥାନା ଅଞ୍ଚଳ ର ଜଣେ ୧୪ ବର୍ଷୀୟ ମାନସିକ ଅନଗ୍ରସର ତଥା ମୁକ ବଧିର ନାବାଳିକାଙ୍କ ଅସ୍ବାଭାବିକ ଭାବେ ପେଟ ବଢ଼ିବଢ଼ି ଚାଲିଥିବା ବେଳେ ଏହାକୁ ନେଇ ତାଙ୍କ ବାପାମାଆ ସନ୍ଦେହ କରିଥିଲେ। ବୁଧବାର ଦିନ ସେମାନେ ସମ୍ପୃକ୍ତ ନାବାଳିକା ଙ୍କ ଡ଼ାକ୍ତରୀ ଯାଞ୍ଚ କରାଇଥିବା ବେଳେ ସେ ଗର୍ଭବତୀ ଥିବା ଜଣାପଡିଥିଲା। ମାତ୍ର ନାବାଳିକା ଜଣକ ମୁକ ବଧିର ଥିବା ବେଳେ କିଏ ତାଙ୍କ ସହ ଦୁଷ୍କର୍ମ କଲା ସେ କହି ପାରୁ ନାହାଁନ୍ତି। ଏହାକୁ ନେଇ ପୀଡ଼ିତାଙ୍କ ମାଆ ଗୋବିନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ ଉକ୍ତ ଘଟଣା କୁ ନେଇ ଯାଞ୍ଚ ଆରମ୍ଭ କରିଥିବା ସୂଚନା ରହିଛି। ନାବାଳିକା ଜଣକ ପ୍ରାୟ ୪ ମାସର ଗର୍ଭବତୀ ଥିବା ଅନୁମାନ କରାଯାଉଛି। ଗୁରୁବାର ଦିନ ତାଙ୍କ ଡ଼ାକ୍ତରିମାଇନା କରାଯାଇଛି। ଜଣେ ମୁକ ବଧିର ତଥା ମାନସିକ ଅନଗ୍ରସର ନାବାଳିକା ଙ୍କ ସହ ଏପରି ଅମାନୁଷିକ ଘଟଣା ଜାଣି ସମସ୍ତେ ସ୍ତବ୍ଧ ହୋଇ ପଡିଛନ୍ତି। ଅନ୍ୟ ପଟେ ପୋଲିସ ଏନେଇ ସନ୍ଧ୍ୟା ୬ ଟାରେ ଗୋବିନ୍ଦପୁର ଥାନାରେ ପୋସ୍କୋ ଓ ବଳାତ୍କାର ନେଇ ଏକ ମାମଲା ରୁଜୁ କରାଯାଇଛି। ଏସଆଇ ଫିରୋଜ ଏକ୍କା ଉକ୍ତ ଘଟଣାର ତଦନ୍ତ ଦାଇତ୍ୱ ତୁଲାଉଛନ୍ତି।

News Comment

You Might Also Like

BACK TO TOP