Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ପୃଥକ ଦୁର୍ଘଟଣା ରେ ତିନି ମୃତ ଦୁଇ ଗୁରୁତର |

27-Feb-2026

ପୃଥକ୍ ଦୁର୍ଘଟଣା ରେ ୩ ମୃତ ୨ ଗୁରୁତର।,

 କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର)
ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ଗୁରୁଣ୍ଠି ରାସ୍ତା ଝାଡାଙ୍କୁଲି ଛକରେ ଗୋଟିଏ ରିଗ୍ ମେସିନ୍ ଗାଡ଼ି ଗୋଟିଏ ସାଇକେଲ କୁ ଧକ୍କା ଦେଇ ଭାରସାମ୍ୟ ହରାଇ ଗାଡ଼ି ଡ଼୍ରାଇଭର ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଗାଡ଼ି ଓଲଟି ପଡିବା ସହ ଗାଡ଼ି ଉପରେ ବସିଥିବା କିଛି ଶ୍ରମିକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ସେଥିମଧ୍ୟରୁ ରବି ନାୟକ ନାମକ ଜଣେ ଶ୍ରମିକ ର ଘଟଣାସ୍ଥଳରେ ଘଟିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ଅନ୍ୟ ଜଣେ ଶ୍ରମିକ ଶିବାଜୀ କହଁରଙ୍କ ମୃତ୍ୟୁ ଘଟିଛି ଓ ସାଇକେଲ ଆରୋହୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।ରିଗ୍ ମେସିନ୍ ଗାଡ଼ି ର ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି।
ଅନ୍ୟ ପକ୍ଷରେ ଖଜୁରୀଆ ପେଟ୍ରୋଲ ପମ୍ପ ନିକଟରେ ମୋଟରସାଇକେଲ ଅଟୋ ମୁହାଁମୁହିଁ ଧକ୍କା ଫଳରେ ଅଟୋ ଗାଡ଼ି ଓଲଟି ପଡ଼ିଥିଲା। ସେଥିରେ ବସିଥିବା ଚିକିଟି ପିତାତଳି ଅଞ୍ଚଳର ଅସିତ ଗୌଡ ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କିଛି ଯାତ୍ରୀ ଓ ମୋଟରସାଇକେଲ ଚାଳକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP