Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

କୋଦଳା କୁ ଉପଖଣ୍ଡ ମାନ୍ୟତା ଦାବି ନେଇ ବିରାଟ ରାଲି |

27-Feb-2026

କୋଦଳାକୁ ରାଜସ୍ବ ଉପଖଣ୍ଡ ମାନ୍ଯତା ଦାବି ନେଇ ବିରାଟ ରାଲି, 

ଓଡିଶା ଜନ ମତ ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ତହସିଲଦାର ଙ୍କୁ ସ୍ମାରକପତ୍ର ପ୍ରଦାନ

ବେଗୁନିଆପଡା -ଗଞ୍ଜାମ ଜିଲ୍ଲାର କୋଦଳା ତହସିଲ ସର୍ବ ପୁରାତନ ତହସିଲ ।୧୦୦ ବର୍ଷ ତଳର ଏହି ପୁରୁଣା ତହସିଲକୁ ରାଜସ୍ବ ଉପଖଣ୍ଡର ମାନ୍ଯତା ଦାବି କରୁଛନ୍ତି ଅଞ୍ଚଳବାସୀ। ଏହାକୁ ନେଇ ଗଠିତ ହୋଇଛି କୋଦଳା ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚ। ମଞ୍ଚ ପକ୍ଷରୁ ଏନେଇ ତହସିଲର ବିଭିନ୍ନ ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଆଜି ଏନେଇ ଏକ ସ୍ମାରକ ପତ୍ର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦେଶ୍ୟରେ ପ୍ରଦାନ କରାଯାଇଛି। କୋଦଳା ସ୍ଥିତ ବାବା ଦଣ୍ଡିଶ୍ଵର ମନ୍ଦିର ପୀଠରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି କୋଦଳା ତହସିଲଦାରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା। ପରେ ଏକ ସ୍ମାରକ ପତ୍ର କୋଦଳା ତହସିଲଦାର ସଶ୍ମିତା ଶତପଥୀଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ସମେତ ଭାରତର ପ୍ରଧାନମନ୍ତ୍ରୀ, ଓଡ଼ିଶାର ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ,ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ରାଜ୍ୟ ମୁଖ୍ଯ ଶାସନ ସଚିବ, ଗଞ୍ଜାମ ଜିଲ୍ଲାପାଳ,ଙ୍କ ଉଦ୍ଧେଶ୍ୟରେ  ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲାର କୋଦଳା ତହସିଲ ସର୍ବ ପୁରାତନ ତହସିଲ। ଇତିହାସ କୁହେ ବ୍ରିଟିଶ ଶାସନ ସମୟରେ ଏହା ଏକ ଉପଖଣ୍ଡ ଭାବେ ପରିଚିତ ଥିଲା। ବହୁ ପୁରାତନ ତହସିଲ କୋଦଳା ଏବେ ଲାଞ୍ଛିତ ଓ ଅବହେଳିତ ହୋଇ ରହି ଯାଇଛି। ଏଣୁ କୋଦଳାକୁ ଏବେ ଉପଖଣ୍ଡ ତଥା ସବ୍ ଡିଭିଜନ ମାନ୍ଯତା ଦାବି କରୁଛନ୍ତି ସ୍ଥାନୀୟ ଅଞ୍ଚଳବାସୀ ।ଦଳମତ ନିର୍ବିଶେଷରେ ବିଭିନ୍ନ ବର୍ଗର ଲୋକଙ୍କୁ ନେଇ ଗଠିତ ହୋଇଥିବା କୋଦଳା ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚ ପକ୍ଷରୁ ଦାବି କରାଯାଉଛି। କୋଦଳାକୁ ସବ୍ ଡିଭିଜନ ମାନ୍ଯତା ପ୍ରଦାନ କରାଯିବା ପର୍ଯ୍ୟନ୍ତ ଏହି ଅଭିଯାନ ମଞ୍ଚ ପକ୍ଷରୁ ଜାରି ରହିବ ବୋଲି ସୂଚନା ମିଳିଛି। ଉକ୍ତ କାର୍ଯ୍ୟକ୍ରମରେ ଆବାହକ ତଥା ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ର, କୋଦଳା ବରିଷ୍ଠ ନାଗରିକ ସଂଘର ସଭାପତି ସୂର୍ଯ୍ୟ ନାରାୟଣ ଦୋରା, ପୂର୍ବତନ କାଉନସିଲର ସନ୍ତୋଷ ନାୟକ, ଏନଏସି ଉପାଧ୍ୟକ୍ଷ୍ୟ ରଞ୍ଜିତା ସେଠୀ,ଶ୍ରୀ ଗଣେଷ ଯୁବକ ସଂଘ ସଭାପତି ସନ୍ତୋଷ କୁମାର ପ୍ରଧାନ, ସାମ୍ବାଦିକ ସୂର୍ଯ୍ୟ ନାରାୟଣ ବଡୁ,ସୁଶାନ୍ତ କୁମାର ପଟ୍ଟନାୟକ, କୃଷ୍ଣ ଚନ୍ଦ୍ର ପଲେଇ, ଯୁବନେତା ପ୍ରମୋଦ କୁମାର ପଣ୍ଡା, ଚନ୍ଦନ ସ୍ୱାଇଁ,କାଳିମେଘି ସରପଞ୍ଚ ଅର୍ଚ୍ଚନା ତ୍ରିପାଠୀ,ସମିତି ସଭ୍ୟା ନୟନୀ ଗୌଡ଼, ଆସିକା ସମବାୟ ନିର୍ଦ୍ଦେଶକ ହୃଷିକେଶ ମେହେଣା, ଆଇନଜୀବୀ ମୀରାବାଈ ଦେଓ, ଶିକ୍ଷ୍ୟାବିତ ଉପମନ୍ୟୁ ଶତପଥୀ,ପୂର୍ବତନ ବଣିକ ସଂଘ ସଭାପତି ଅଭୟ ସାହୁଙ୍କ ସମେତ ବହୁ ବୁଦ୍ଧିଜୀବୀ ଏବଂ ମହିଳା ଓ ପୁରୁଷ ଅଞ୍ଚଳବାସି  ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP