Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ନିଶା ମାଫିଆ ଗିରଫ, ତିନି ଗ୍ରାମ ହିରୋଇନ ଜବତ ||

27-Feb-2026

୩ ଗ୍ରାମ ହେରୋଇନ ଜବତ, ନିଶା ମାଫିଆ ଗିରଫ | 

ଓଡିଶା ଜନ ମତ ବ୍ୟୁରୋ | 

ସବୁ ସମୟ ରେ ମାଫିଆ ମାନେ ବିଭିନ୍ନ କାର୍ଯ୍ୟରେ ନିଜର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କିଛିନା କିଛି  କାମ କରି ସେମାନଙ୍କ ଅପରାଧିକ କାର୍ଯ୍ୟରେ ସଫ ହୋ ଥାଆନ୍ତି | ସେପର ଏ ଘଟଣ ଘଟିଛ  ଜଗତସିଂହପୁର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟ ପରିସରରେ ଚଢାଉ କରି ଜଣେ ନିଶା ବେପାରୀକୁ ଗିରଫ କରିଛି ଜଗତସିଂହପୁର ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥା। ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଲାଲାସାହି ଗ୍ରାମର ଉମେଶ ସିଂ ଙ୍କ ପୁଅ ମଦନ ମୋହନ ସିଂ (୩୪) ଦୀର୍ଘଦିନ ହେବ ବ୍ରାଉନସୁଗାର କାରବାର ଲୁଚାଛପାରେ ଚଳାଉ ଥିବାର ଏକ ଅଭିଯୋଗକୁ ଭିତ୍ତି କରି ଜଗତସିଂହପୁର ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର ଇନ୍ସପେକ୍ଟର, ବନ୍ଦନା ପଟ୍ଟନାୟକଙ୍କ ନେତୃତ୍ବରେ ଏକ ଟିମ ଅଭିଯୁକ୍ତକୁ ପିଛା କରୁଥିବା ବେଳେ ଅଭିଯୁକ୍ତ ଜଣକ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟ ପରିସରରେ ଆତ୍ମଗୋପନ ଉଦ୍ଦେଶ୍ଯରେ ପସିଯାଇଥିଲା। ସେଠାରୁ ଅଭିଯୁକ୍ତ ଜଣକୁ କାବୁ କରିନେଇଥିଲା ପିଛା କରୁଥିବା ଟିମ୍। ଯାଞ୍ଚ ପରେ ଅଭିଯୁକ୍ତ ନିକଟରୁ ୨୩ ଗ୍ରାମର ବେଆଇନ ହେରୋଇନ ଜବତ କରାଯାଇଥିଲା ଯାହାର ଆନୁମାନିକ ମୂଲ୍ଯ ୨,୩୦,୦୦୦ ଟଙ୍କା ହେବ। ଆଜିର ଏହି ଚଢାଉରେ ଜଗତସିଂହପୁର ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର ର ଏ.ଏସ୍.ଆଇ, ସନ୍ତୋଷ ନାୟକ, ଏ.ଏସ୍. ଆଇ, ପିନାକୀ ରଞ୍ଜନ ରାଉତରାୟ, କନଷ୍ଟେବଳ ସବିତା ନାୟକ, ବିଶ୍ବରଞ୍ଜନ ସ୍ବାଇଁ, ସୁକାନ୍ତ ମାଝୀ ପ୍ରମୁଖ ସାମିଲ ଥିଲେ। ଗିରଫ ଅଭିଯୁକ୍ତ ଜଣକୁ ଅଦାଲତ ଚାଲାଣ କରାଯାଇଥିବା ବେଳେ ଅଭିଯୁକ୍ତର ଜାମିନ ନାମଞ୍ଜୁର ହେବାରୁ ତାକୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ନାର୍କୋଟିକ୍ସ ବ୍ୟବସାୟ ବିରୋଧରେ ଚଢାଉକୁ ଅଧିକ ତୀବ୍ରତର କରାଯିବ ସହ ଶୂନ୍ଯ ସହନଶୀଳ ନୀତିରେ ସମସ୍ତ ଅଭିଯୁକ୍ତଙ୍କୁ ଦମନ କରିବା ପାଇଁ ଆଗାମୀ ଦିନରେ ଅବକାରୀ ବିଭାଗ ତାର ପ୍ରୟାସ ଜାରି ରଖିବ ବୋଲି ଜିଲ୍ଲା ଅବକାରୀ ଅଧିକ୍ଷିକା ଅନିତା ପ୍ରଧାନ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP