Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ଅଟୋ, ସ୍କୁଟି ମୁହାଁ ମୁହିଁ ଧକ୍କା ଫଳରେ ଜଣେ ମୃତ ଜଣେ ଗୁରୁତର |

28-Feb-2026

 ସ୍କୁଟି, ଅଟୋ  ମୁହାମୁହିଁ ଧକ୍କା ଜଣେ ମୃତ ଜଣେ ଗୁରୁତର।

ଓଡିଶା ଜନ ମତ ବ୍ୟୁରୋ,

ଅଧିକାଂ ସମୟର ବାଇ ଚାଳ ହେ କିମ୍ବ ତିନିର ଚାର ଚକି ଡ୍ରାଇଭ ଙ୍ ବେପରୁ ଗାଡ ଚାଳଣା ଯୋଗୁ ଠିକ ରାସ୍ତାରେ ଯାଉଥିବା ବ୍ୟକ୍ତ କିମ୍ବ ଗାଡି ଚାଳକ ମାନଙ୍କ ମଧ୍ୟରେ ଦୁର୍ଘଟଣା ଘାଟି ମୃତ୍ୟ ବରଣ କରନ୍ତି କିମ୍ବା ଗୁରୁତର ଆଘାତ ହୋଇ ମେଡିକାଲ ରେ ଚିକିତ୍ସିତ ହେଉଥିବାର ଦେଖ ଦେଉଛ | ତେବ  ଅଟୋ ଓ ସ୍କୁଟି ମୁହାମୁହିଁ ହେବା ଫଳରେ  ଜଣେ ମୃତ ଜଣେ ଗୁରୁତର ହୋଇଛନ୍ତି। ଘଟଣାଟି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାରଖମା ର ନାଡାପାଟାଙ୍ଗ  ଅଞ୍ଚଳରେ ଘଟିଥିବା ଜଣାପଡିଛି। ସୂଚନା ପ୍ରକାରେ ବାଲିଗୁଡ଼ା ରୁ କାମ ସାରି ନିଜ ଘରକୁ ଅଟୋ ଯୋଗେ ଫେରୁଥିଲେ କିଛି ଯୁବକ  ଏବଂ ଅନ୍ୟ ପଟୁ ଦୃତ ଗତିରେ ସ୍କୁଟି ରେ ଆସୁଥିଲେ ଜଣେ ଯୁବକ। ସ୍କୁଟି ଓ ଅଟୋ ମୁହାମୁହିଁ ହୋଇ ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକଙ୍କ ଦ୍ୱାରା ଦୁଇ ଗୁରୁତର ଙ୍କୁ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣା ଯାଇଥିଲା। ମେଡ଼ିକାଲ ରେ ଡାକ୍ତର ଜଣକୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଗୁରୁତରକୁ ପ୍ରାଥମିକ ଚିକିତ୍ସା ପରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ମୃତ ଯୁବକ ହେଲେ ସ୍କୁଟି ଚାଳକ ବିଦ୍ୟାଧର ବେହେରଦଳେଇ। ମୃତ ଯୁବକଙ୍କ ଘର ବାରଖମା ଫାଣ୍ଡି ଅଞ୍ଚଳର ନାଡାପାଟାଙ୍ଗ ରେ ବୋଲି ଜଣାପଡିଛି। ଘଟଣ ସ୍ଥଳରେ ବାରଖମା ପୋଲିସ ପହଞ୍ଚି  ତଦନ୍ତ ଆରମ୍ଭ କରି ଅଟୋ ଓ ସ୍କୁଟି ଜବତ କରିଥିବା ବେଳେ ମୃତ ଶରୀର କୁ ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ କୁ ପ୍ରେରଣ କରିଥିବା ସୂଚନା ଦେଇଛନ୍ତି ବାରଖମା ଫାଣ୍ଡି ଅଧିକାରୀ ଅମରେନ୍ଦ୍ର ସୁବୁଦ୍ଧି।

News Comment

You Might Also Like

BACK TO TOP