Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ପଲିଶ୍ରୀ ବିଜ୍ଞାନ ମହିଳା ମହାବିଦ୍ୟାଳୟ ର +3ଶେଷ ବର୍ଷ ଛାତ୍ରୀ ମାନଙ୍କୁ ଅଭିନନ୍ଦନ ||

28-Feb-2026

ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀମାନଙ୍କୁ ଅଭିନନ୍ଦନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୨୮/୨/୨୦୨୬: - 

ପୋଲସରା ବ୍ଲକ ବଡପଙ୍କଳବାଡି ଗ୍ରାମ ପଞ୍ଚାୟତ ବଣରାମଚନ୍ଦ୍ରପୁର (ବି. ନୂଆଁପଲ୍ଲୀ) ଗ୍ରାମ ସ୍ଥିତ ପଲ୍ଲୀଶ୍ରୀ  ବିଜ୍ଞାନ ମହିଳା  ମହାବିଦ୍ୟାଳୟରେ ଏକ ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନ ତରଫରୁ ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରତିଷ୍ଠାତା ତଥା ଶିକ୍ଷା ସମାଜସେବୀ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଶ୍ୟାମ ସୁନ୍ଦର ସାହୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିବା ବେଳେ ମଞ୍ଚରେ ମୁଖ୍ୟ ଅତିଥି ଭାବେ ପରିଚାଳନା କମିଟି  ସଭାନେତ୍ରୀ ସୁଷମା ସାହୁ, ମୁଖ୍ୟ ବକ୍ତା ଭାବେ ଅଧ୍ୟକ୍ଷ ଉଷା ରମଣ ଦାସଙ୍କ ସମେତ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଓ ଅଧ୍ୟାପିକାମାନେ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥିବୃନ୍ଦ ଉପସ୍ଥିତ ଯୁକ୍ତ ତିନି  ଶେଷ ବର୍ଷ ବିଜ୍ଞାନ, କଳା ଓ ବିସିଏ ଛାତ୍ରୀମାନଙ୍କୁ ତିନି  ବର୍ଷ ପାଠ୍ୟକ୍ରମ ପରିସମାପ୍ତି ହୋଇଥିବା ଯୋଗୁଁ ବହୁମୂଲ୍ୟ ଉପଦେଶ ଏଵଂ ସେମାନଙ୍କ ଆଗାମୀ ଭବିଷ୍ୟତ ଉଜ୍ଜଳ କାମନା କରିବା ସହ ନିଜ ନିଜର ବହୁମୂଲ୍ୟ ଜ୍ଞାନକୁ ଉଚିତ୍ ମାର୍ଗରେ ବ୍ୟବହାର କରି ସମାଜରେ ଜଣେ ଜଣେ ଭଲ ମଣିଷର ପରିଚୟ ସୃଷ୍ଟି କରିବାକୁ ଆଶା ବ୍ୟକ୍ତ କରିଥିଲେ। ପରେ ଅନୁଷ୍ଠାନ ପକ୍ଷରୁ ଶୃଙ୍ଖଳିତ ଜୀବନ ଜାପନ ପାଇଁ ଛାତ୍ରୀମାନଙ୍କୁ ଶପଥ ପାଠ କରାଯାଇଥିଲା।
ଏହି ସମୟରେ ଅନୁଷ୍ଠାନ ତରଫରୁ ପୁରସ୍କାର ଦିଆଯିବା ସହିତ ଅଭିନନ୍ଦନ ଦିଆଯାଇଥିଲା। ଏଥିରେ ଅଧ୍ୟୟନରତ ଯୁନିୟର ଛାତ୍ରୀମାନେ ଯୋଗଦେଇଥିଲେ। ମଞ୍ଚ ପରିଚାଳନା ଦ୍ଵିତୀୟ ବର୍ଷର ଛାତ୍ରୀ ଶୁଭଶ୍ରୀ ରଥ ଏବଂ ବେବିନା ସାହୁ ମିଳିତ ଭାବେ କରିଥିବାବେଳେ  ଶେଷରେ ଶୁଭଶ୍ରୀ ରଥ ଉପସ୍ଥିତ ସମସ୍ତ ବ୍ୟକ୍ତିବିଶେଷ ଏବଂ ଛାତ୍ରୀମାନଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ମନୋରଞ୍ଜନ କାର୍ଯ୍ୟକ୍ରମ ଅନ୍ତର୍ଗତ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅତି ସୁନ୍ଦର ଭାବେ ପରିବେଷଣ କରାଯାଇଥିଲା।

News Comment

You Might Also Like

BACK TO TOP