Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ମୋଟର ସାଇକେଲ ଲୁଟେରା ଗିରଫ, ତିନି ମୋଟର ସାଇକେଲ ଜବତ,

28-Feb-2026

ମୋଟରସାଇକେଲ ଲୁଟେରା ଗିରଫ,୩ ମୋଟରସାଇକେଲ ଜବତ।

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହି ର ରାହୁଲ୍ କ୍ଷେତ୍ରୀ ନାମକ ଜଣେ ୨୧ ବର୍ଷୀୟ ଯୁବକ କୁ ବଡ଼ବଜାର ପୋଲିସ କାବୁ କରି ତା ଠାରୁ ୟାମାହା,ବାଜାଜ୍ ଓ ହୋଣ୍ଡା ପ୍ୟାସନ୍ ଭଳି ୩ଟି ଦାମୀ ମୋଟରସାଇକେଲ ଜବତ କରିଛନ୍ତି ଓ ରାହୁଲ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଆଜି ଆସ୍କା ରୋଡ୍ ହୋଣ୍ଡା ସୋରୁମ ନିକଟରେ ପୋଲିସ ଗାଡି ଯାଞ୍ଚ କରୁଥିବା ବେଳେ ରାହୁଲ ଦୃତ ଗତିରେ ଆସୁଥିବା ଦେଖି ପୋଲିସ ତାକୁ ଅଟକାଇ ଗାଡ଼ିର କାଗଜପତ୍ର ଓ ଡ୍ରାଇଭିଙ୍ଗ ଲାଇସେନ୍ସ ଓ ହେଲମେଟ ଯାଞ୍ଚ ବେଳେ କୌଣସି ଜିନିଷ ନପାଇବାରୁ ତାକୁ ଥାନା ରେ ନେଇ ଯେରା କରିବା ବେଳେ ତାଠାରୁ ୩ ଟି ଚୋରି ମୋଟରସାଇକେଲ ମିଳିଥିଲା। ଗିରଫ ରାହୁଲ ପୁର୍ବରୁ କୌଣସି ଏକ ମକଦ୍ଦମା ରେ ଗିରଫ ହୋଇ କିଶୋର ନ୍ୟାୟ ବୋର୍ଡ ପକ୍ଷରୁ ବାଳ ସୁଧାର ଗୃହରେ ରହି ପରବର୍ତ୍ତୀ ସମୟରେ ଜାମିନ ରେ ଆସି ଏହି ଭଳି ଅସାମାଜିକ କାର୍ଯ୍ୟ ଚଳାଇଛି ବୋଲି ଜଣାପଡିଛି।

News Comment

You Might Also Like

BACK TO TOP