Breaking News

ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||     

ତାରାତାରିଣୀ ମହା ବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ରକ୍ଷା ତାଲିମ ଶିବିର ଅନୁଷ୍ଠିତ ||

02-Mar-2026

ତାରାତାରିଣୀ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍ଘାଟିତ,

   ଓଡିଶା ଜନ ମତ ବ୍ୟୁରୋ
ପୁରୁଷୋତ୍ତମପୁ ସହ ର ଅବସ୍ଥିତ ତାର ତାରିଣ  ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍ଘାଟିତହୋଇଯାଇଛି ||
 ମହାବିଦ୍ୟାଳୟରେ ଛାତ୍ରୀମାନଙ୍କ ସଶକ୍ତିକରଣ ଓ ସୁରକ୍ଷାକୁ ଲକ୍ଷ୍ୟ କରି ଆତ୍ମରକ୍ଷା ତାଲିମ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିର ଆତ୍ମସୁରକ୍ଷା ସଂଯୋଜିକା ଡଃ ଶ୍ରାବଣୀ ଖଟାଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ପ୍ରଦୀପ କୁମାର ସାହୁ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିବା ସହ ସଭାପତିତ୍ୱ କରିଥିଲେ। ସେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ବର୍ତ୍ତମାନ ସମାଜରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା ତାଲିମ ଅତ୍ୟନ୍ତ ଆବଶ୍ୟକ। ଏପରି ଶିବିର ଛାତ୍ରୀମାନଙ୍କ ମଧ୍ୟରେ ସାହସ, ଆତ୍ମବିଶ୍ୱାସ ଓ ସଚେତନତା ବୃଦ୍ଧି କରି ସେମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବାରେ ସହାୟକ ହେବ।
ସମ୍ମାନିତ ଅତିଥି ଭାବେ ପ୍ରତିଷ୍ଠାନ ଅଧିକାରୀ ତଥା ବରିଷ୍ଠ ଅଧ୍ୟାପକ ଡଃ ରମେଶ ଚନ୍ଦ୍ର ସେନାପତି ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରଯୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ସେ ପୌରାଣିକ ଗାଥାରୁ ଆରମ୍ଭ କରି ଆଜିର ଦୈନନ୍ଦିନ ସମାଜରେ ଘଟୁଥିବା ନାରୀ ଶୋଷଣ ଘଟଣା ସମ୍ବନ୍ଧରେ ଉଲ୍ଲେଖ କରି ଏହିପରି ଶିବିର ନାରୀମାନଙ୍କୁ ସ୍ୱୟଂରକ୍ଷାରେ ସଚେତନ ଓ ସକ୍ଷମ କରିବ ବୋଲି ପରାମର୍ଶ ଦେଇଥିଲେ।
ଅନ୍ୟତମ ଅତିଥି ଭାବେ ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର, ଖେଳ ଅଧ୍ୟାପକ ଶ୍ରୀ ଶିବ ପ୍ରସାଦ ବେହେରା, ଅଧ୍ୟାପକ ଶ୍ରୀ ମୀନକେତନ ନାହାକ, ଅଧ୍ୟାପିକା ହରିପ୍ରିୟା ନାୟକ, ସୁଜତା ଦାଶ, ମଞ୍ଜୁଲତା ଦାଶ ଓ ମୀନାକ୍ଷୀ ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ।ଆତ୍ମସୁରକ୍ଷା ଶିବିରର ପ୍ରଶିକ୍ଷିକା ଶ୍ରୀମତୀ ଅର୍ଚ୍ଚନା ପଣ୍ଡା ଓ ସୁଶ୍ରୀ ସାକମ୍ଭରୀ ସାହୁ ବିଭିନ୍ନ ଆତ୍ମରକ୍ଷା କୌଶଳର ପ୍ରାୟୋଗିକ ପ୍ରଦର୍ଶନ କରିଥିଲେ। ଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରି ଶିବିରରୁ ଉପକୃତ ହେବେ ବୋଲି ମତ ପ୍ରକାଶ କରିଥିଲେ।ଏହି ଶିବିର ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୨/୦୩/୨୬ ପର୍ଯ୍ୟନ୍ତ ଜାରି ରହିବ। ଉଦ୍ଜାପନୀ ଦିନରେ ଅଂଶଗ୍ରହଣକାରୀ ଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନ କରାଯିବ। ଶେଷରେ ଡଃ ଶ୍ରାବଣୀ ଖଟାଇ ଅତିଥିମାନଙ୍କୁ ଧନ୍ୟବାଦ ଜଣାଇ ଶିବିରର ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। କରିଥିଲେ। ସେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ବର୍ତ୍ତମାନ ସମାଜରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା ତାଲିମ ଅତ୍ୟନ୍ତ ଆବଶ୍ୟକ। ଏପରି ଶିବିର ଛାତ୍ରୀମାନଙ୍କ ମଧ୍ୟରେ ସାହସ, ଆତ୍ମବିଶ୍ୱାସ ଓ ସଚେତନତା ବୃଦ୍ଧି କରି ସେମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବାରେ ସହାୟକ ହେବ।ସମ୍ମାନିତ ଅତିଥି ଭାବେ ପ୍ରତିଷ୍ଠାନ ଅଧିକାରୀ ତଥା ବରିଷ୍ଠ ଅଧ୍ୟାପକ ଡଃ ରମେଶ ଚନ୍ଦ୍ର ସେନାପତି ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରଯୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ସେ ପୌରାଣିକ ଗାଥାରୁ ଆରମ୍ଭ କରି ଆଜିର ଦୈନନ୍ଦିନ ସମାଜରେ ଘଟୁଥିବା ନାରୀ ଶୋଷଣ ଘଟଣା ସମ୍ବନ୍ଧରେ ଉଲ୍ଲେଖ କରି ଏହିପରି ଶିବିର ନାରୀମାନଙ୍କୁ ସ୍ୱୟଂରକ୍ଷାରେ ସଚେତନ ଓ ସକ୍ଷମ କରିବ ବୋଲି ପରାମର୍ଶ ଦେଇଥିଲେ।ଅନ୍ୟତମ ଅତିଥି ଭାବେ ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର, ଖେଳ ଅଧ୍ୟାପକ ଶ୍ରୀ ଶିବ ପ୍ରସାଦ ବେହେରା, ଅଧ୍ୟାପକ ଶ୍ରୀ ମୀନକେତନ ନାହାକ, ଅଧ୍ୟାପିକା ହରିପ୍ରିୟା ନାୟକ, ସୁଜତା ଦାଶ, ମଞ୍ଜୁଲତା ଦାଶ ଓ ମୀନାକ୍ଷୀ ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ।ଆତ୍ମସୁରକ୍ଷା ଶିବିରର ପ୍ରଶିକ୍ଷିକା ଶ୍ରୀମତୀ ଅର୍ଚ୍ଚନା ପଣ୍ଡା ଓ ସୁଶ୍ରୀ ସାକମ୍ଭରୀ ସାହୁ ବିଭିନ୍ନ ଆତ୍ମରକ୍ଷା କୌଶଳର ପ୍ରାୟୋଗିକ ପ୍ରଦର୍ଶନ କରିଥିଲେ। ଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରି ଶିବିରରୁ ଉପକୃତ ହେବେ ବୋଲି ମତ ପ୍ରକାଶ କରିଥିଲେ।ଏହି ଶିବିର ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୨/୦୩/୨୬ ପର୍ଯ୍ୟନ୍ତ ଜାରି ରହିବ। ଉଦ୍ଜାପନୀ ଦିନରେ ଅଂଶଗ୍ରହଣକାରୀ ଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନ କରାଯିବ। ଶେଷରେ ଡଃ ଶ୍ରାବଣୀ ଖଟାଇ ଅତିଥିମାନଙ୍କୁ ଧନ୍ୟବାଦ ଜଣାଇ ଶିବିରର ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

News Comment

You Might Also Like

BACK TO TOP