Breaking News

ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||     

ବାଲୁଙ୍ଗା ଷ୍ଟେସନ ନିକଟରେ ଅଜଣା ଯୁବକଙ୍କ ମୃତ୍ୟୁ |

02-Mar-2026

ବାଲୁଙ୍ଗା ଷ୍ଟେସନ ନିକଟରେ ଟ୍ରେନ ଧକ୍କାରେ ଯୁବକ ମୃତ

    ଓଡିଶା ଜନ ମତ ବ୍ୟୁରୋ,

ବାଲୁଗାଁ ଖୋର୍ଦ୍ଧା ରୋଡ ରେଳ ଡ଼ିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନ ନିକଟ ରେଳଧାରଣରେ ଗତକାଲି ଟ୍ରେନ ଧକ୍କାରେ ଜଣେ ଯୁବକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତଦେହକୁ ରେଳବାଇ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ବେଳେ ତଦନ୍ତ ଜାରିରଖିଛି।ସୂଚନା ମୁତାବକ ରବିବାର ପୂର୍ବାହ୍ନରେ ବାଲୁଗାଁ ରେଳ ଷ୍ଟେସନ ନିକଟ ରେଳଧାରଣାରେ ଏକ ମାଲବାହୀ ଟ୍ରେନ ଜଣେ ଅଜଣା ଯୁବକଙ୍କୁ ଧକ୍କା ଦେଇଥିଲା।ଖବର ପାଇ ବାଲୁଗାଁ ରେଳ ସୁରକ୍ଷା ବଳ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ମାତ୍ର ଅବସ୍ଥା ଗୁରୁତର ହେବାରୁ ଚିକିତ୍ସା ପାଇଁ ଭୁବନେଶ୍ଵର ସ୍ଥାନାନ୍ତର କରିଥିଲେ।ତେବେ ସନ୍ଧ୍ୟାରେ ଉକ୍ତ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜିଆରପି ପୁଲିସ ଶବକୁ ଜବତ କରି ୧୦/୨୬ରେ ଏକ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ବେଳେ ତଦନ୍ତ ଜାରି ରଖିଛି।ମୃତ ଯୁବକଙ୍କ ଆନୁମାନିକ ବୟସ ୩୦ ବର୍ଷ ହୋଇଥିବା ବେଳେ ସେ ବ୍ଲୁ ରଙ୍ଗର ପ୍ୟାଣ୍ଟ ଓ ଗ୍ରୀନ ରଙ୍ଗର ଚେକ ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଥିଲା.

News Comment

You Might Also Like

BACK TO TOP