Breaking News

ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||     

ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଯୁବକ ଙ୍କ ମୃତ୍ୟୁ |

02-Mar-2026

ଦୁଇ ବାଇକ ମଧ୍ୟରେ ମୁହାଁମୁହି ଧକ୍କା ଯୁବକ ମୃତ୍ୟୁ,

ଓଡିଶା ଜନମତ ବ୍ୟୁରୋ  

କିଛି ଦିନ ପରେ ହୋଇଥାନ୍ତା ବାହାଘର, ବାହାଘର ର କାର୍ଡ ଓ ନିମନ୍ତ୍ରଣ ଦେବାପାଇଁ ବର ନିଜେ ବନ୍ଧୁ ବାନ୍ଧବ ଙ୍କ ଘରକୁ  ଯାଇ ନିମନ୍ତ୍ରଣ ପତ୍ର ବାଣ୍ଟୁଥିଲେ | ପୁଣି ନିଜ ଘରେ ସହ  ପହଂଚି ବ ନିମନ୍ତ  ଜଣକ ମୋଟ ସାଇକେ ର ଫେରୁଥିଲ ବେଳ ରାସ୍ତ ର ଯ ଫାସଧରୀ ବସିଛି ଯୁବକ କୁନେବାପାଇଁ ଯମ ପୂରକୁ | ଯୁବକଟି କାହୁଁ ଅବା ଜାଣିବ ଏହି ରହସ୍ୟ କାଳର କଥା, ନିଜର ବାହାଘର ଖୁସିରେ ମସ ଗୁଲ ହୋଇ ଦ୍ରୁତ ବେଗରେ ଅସୁ ଥିଲାବେଳ ଅନ୍ୟପଟୁ ଆସୁଥିବା ବାଇକ ସହ ମୁହାଁମୁହି ଧକ୍କା ଫଳରେ  ଯୁବକ ଙ୍କ ମୃତ୍ୟୁ ଘଟିଛ | ଏହ ଘଟଣାଟି ଘଟିଛ   ସୁବର୍ଣ୍ଣପୁର ଜିଲ୍ଲା ମୁର୍ଷୁଣ୍ଢୀ ନିକଟରେ ରକ୍ତ ଭିଜା ରାସ୍ତା: ବାଇକ୍ ସଂଘର୍ଷରେ ରେଢ଼ାଖୋଲର କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ, ଦୁଇ ଗୁରୁତର ବୁର୍ଲା ସ୍ଥାନାନ୍ତରବୀରମହାରାଜପୁର-ଆମରପାଲି ରାସ୍ତାରେ ଦୁଇଟି ବାଇକ୍ ମଧ୍ୟରେ ଏଭଳି ଜୋରଦାର ଧକ୍କା ହୋଇଛି  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର-ଆମରପାଲି ରାସ୍ତାର ମୁର୍ଷୁଣ୍ଢୀ ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅରଖକୁଦ ଗାଁର କୃଷ୍ଣଚନ୍ଦ୍ର ପ୍ରଧାନଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଉଭୟ ବାଇକ୍ ଦ୍ରୁତ ଗତିରେ ଥିବା ବେଳେ ଏହି ସଂଘର୍ଷ ଏତେ ଭୟଙ୍କର ଥିଲା ଯେ ଆରୋହୀମାନେ ରାସ୍ତା କଡ଼କୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଉଦ୍ଧାର କରି ସମସ୍ତଙ୍କୁ ବୀରମହାରାଜପୁର ଡାକ୍ତରଖାନାକୁ ପଠାଇଥିଲେ, କିନ୍ତୁ ସେଠାରେ ଡାକ୍ତର କୃଷ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଦୁଇ ଗୁରୁତର ସରୋଜ କୁମାର ପ୍ରଧାନ ଓ ଶିବ ପ୍ରସାଦ ଜଗଦଲାଙ୍କ ମଧ୍ୟରୁ ଶିବଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା VIMSARକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ବୀରମହାରାଜପୁର ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଓ ଶବ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି।

News Comment

You Might Also Like

BACK TO TOP