Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ଅରଖ ପୁର ଗ୍ରାମ ନିକଟରେ ଯୁବକ ଙ୍କୁ ଗୁଳି କରି ଅଭିଯୁକ୍ତ ଫେରାର |

02-Mar-2026

ଯୁବକଙ୍କୁ ଗୁଳି କରି ଅଭିଯୁକ୍ତ ଫେରାର।  

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ପୁରୁଷୋତ୍ତମ ଥାନା ଅନ୍ତର୍ଗତ ସୁଣ୍ଡିବାଙ୍କ ଗ୍ରାମ ନିକଟରେ  ସାଗର ବେହେରା ନାମକ ଜଣେ ଯୁବକ କୁ ଗୁଳିମାଡ଼ ହୋଇଛି। ଗୁରୁତର ଆହତ ସାଗର ର ଘର ନିକଟସ୍ଥ ଅରଖପୁର ଓ ଆଜି ସକାଳେ  ଦୁଇ ଜଣ ଯୁବକ ଆସି ଗୁଳି କରିଥିବା ସାଗର କହିଛନ୍ତି। ତାଙ୍କର ଡାହାଣ ଗୋଡ଼ରେ ୨ଟି ଗୁଳି ବାଜିଥିବା ବେଳେ ବ୍ରହ୍ମପୁର ବଡ଼ ମେଡ଼ିକାଲ ଆଶୁ ଚିକିତ୍ସା ବିଭାଗରେ ଚିକିତ୍ସା ଜାରି ରହିଛି।*ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି। ତାଙ୍କରି କହିବା କଥା ସେ କିଛିଦିନ ହେଲା ସୁରତ ରୁ ଗାଁ କୁ ଆସି ଥିଲେ ଓ ଆଜି ଗାଧୋଇବା ପାଇଁ ପୋଖରୀକୁ ଯାଉଥିଲାବେଳେ ଦୁଇଜଣ ବ୍ୟକ୍ତି ତାଙ୍କୁ ଗୁଳି ମାରି ଫେରାର ହୋଇ ଯାଇଥିଲେ | ଏହା ପୂର୍ବ ଶତ୍ରୁତା ରୁ ହୋଇଛି ବୋଲି ସାଗର ବଡ଼ ମେଡିକାଲ ରେ କହିଛନ୍ତି | ଗୁଳି ମାଡ଼ ପରେ ତାଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁର ବଡ଼ ମେଡିକାଲ କୁ ନିଆଯାଇ ଚିକିତ୍ସା କରାଯାଉଛି | ତାଙ୍କ ଅବସ୍ଥା ବର୍ତମାନ ସ୍ଥିର ଅଛି | 

News Comment

You Might Also Like

BACK TO TOP