Breaking News

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||     

କେନାଲରୁ ଅଚିହ୍ନା ବ୍ୟକ୍ତିଙ୍କ ଶବ ଉଦ୍ଧାର |

03-Mar-2026

 ଅଚିହ୍ନା ବ୍ୟକ୍ତିଙ୍କ କେନାଲ ରୁ  ମୃତଦେହ ଉଦ୍ଧାର, 

     ଓଡିଶା ଜନ ମତ ବ୍ୟୁରୋ, 

କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକ ବୀଜମରା ପଞ୍ଚାୟତ ନିକଟରେ ଥିବା ଏକ କେନାଲ ରୁ ଆଜି ସକାଳେ ଜଣେ ଲୋକ ଙ୍କ ମୃତଦେହ ପାଣି ରେ ଭାସୁଥିବା ଦେଖିବାକୁ ମିଳିଛି ଏହି ଅବସ୍ଥାରେ ଥିବା ଦେଖି ସ୍ଥାନୀୟ ଲୋକମାନେ  ପୋଲିସ କୁ ଖବର କରିଥିଲେ ପୋଲିସ ଖବର ପାଇ ।ବଡ଼ କୁଟ୍ରୁଫାଣ୍ଡି ଅଧିକାରୀ ଘଟଣା ସ୍ଥଳ ରେ ପହଞ୍ଚି ଶବ କୁ ଜବତ କରି ତଦନ୍ତ ଆରମ୍ଭ କରିଥିବା  ଜଣା ପଡିଛି  କେନାଲ ରୁ ମୃତୁ ଙ୍କ ବୟସ 50ବୋଲି ଜଣା ପଡିଛି | ପୋଲିସ ଉପସ୍ଥିତି ର  ଶବ ଉଦ୍ଧାର କରାଯାଇଛି । ତେବେ ମୃତକ ଙ୍କ ପରିଚୟ ଅସ୍ପଷ୍ଟ ରହିଛି।କଳମପୁର ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଭବାନୀପାଟଣା ମୁକ୍ଷ ଡାକ୍ତର ଖାନାକୁ ପଠାଇବା ସହ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

News Comment

You Might Also Like

BACK TO TOP