Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ମାଣିତାରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

07-Mar-2026

ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ | 

ଓଡିଶା ଜନ ମତ ବୁଗୁଡା, ୦୬/୦୩/ ଡ.କୁମୁଦ ଚନ୍ଦ୍ର ବେହେରା 

ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ୦୬-୩-୨୬ ତାରିଖ ଦିନ ବିଦ୍ୟାଳୟ  ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବଦତ୍ତ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା, ମୁଖ୍ୟ ବକ୍ତା ଭାବେ ମାଣିତର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା ଏବଂ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ, ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ସ୍ଥାନୀୟ ସମିତି ମେମ୍ବର ଜୟଦେବ ପ୍ରଧାନ, ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପ୍ରଧାନ ଓ ବିଦ୍ୟାଳୟର ସଭାପତି ଡାକ୍ତର ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ଉପଦେଶ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ସମେତ ଶିକ୍ଷକ,ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଓ ବିଶିଷ୍ଠ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରିବା ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP