Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୋଲସରା ରେ ତୃତୀୟ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିର ରେ 50 ଜଣ ଶିକ୍ଷକ, ଶିକ୍ଷୟତ୍ରୀ ଙ୍କ ଯୋଗଦାନ |

07-Mar-2026

ପୋଲସରାରେ ତୃତୀୟ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିରରେ ୫୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଯୋଗଦାନ |

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା. ୦୭/୦୩/୨୦୨୬:-

ପୋଲସରା ବ୍ଲକ ସ୍ତରୀୟ ୩ୟ ପର୍ଯ୍ୟାୟ ପ୍ରବୋଧନ (ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧୀୟ) ତାଲିମ ଶିବିର ଶେଷ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀହର୍ଷବାବୁ ଖାଡ଼ଙ୍ଗା ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସ୍ଵରୂପ କୁମାର ପାତ୍ରଙ୍କ ତତ୍ତ୍ଵାବଧାନରେ ୫୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ତାଲିମ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ବ୍ଲକର ସମସ୍ତ ସାଧନ କେନ୍ଦ୍ର ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗଦାନ କରିଥିଲେ।ବିଦ୍ୟାଳୟ ଶିକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଓଡ଼ିଶା ପାଠ୍ୟକ୍ରମ ରୂପରେଖ ୨୦୨୫ (ଓସିଏଫଏସଇ-୨୦୨୫) କୁ ଆଧାର କରି ପ୍ରସ୍ତୁତ ହୋଇଥିବା ୫୫ ଖଣ୍ଡ ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧରେ  ପୂର୍ବତନ ଶିକ୍ଷା ସାଧନ କର୍ମୀ (ସିଆରସିସି) ସୁରେନ୍ଦ୍ର ସେଠୀ, ସାନ୍ତନୁ କୁମାର ସ୍ଵାଇଁ, ପଞ୍ଚାନନ ସେଠୀ ଓ ନିରଞ୍ଜନ ବେହେରା ପ୍ରମୁଖ  ତାଲିମଦାତା ଭାବେ ଯୋଗଦେଇ ତାଲିମ ଦେଇଥିବା ବେଳେ ଉପରୋକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦ୍ଵୟ ନିଜର ବକ୍ତବ୍ୟରେ ପ୍ରଶିକ୍ଷଣ ନେଇଥିବା ଏଯାବତ୍ ୨୮୩ ଜଣ ତାଲିମପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ନିଜ ନିଜର ପବିତ୍ର  ଶିକ୍ଷାଦାନ ଦ୍ଵାରା ଏକ ଶିକ୍ଷିତ ସମାଜ ଗଠନରେ ବଳିଷ୍ଠ ଭୂମିକା ନିର୍ବାହ କରିବେ ବୋଲି ଆଶାପୋଷଣ କରିଛନ୍ତି।

News Comment

You Might Also Like

BACK TO TOP