Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

37ତମ ବାର୍ଷିକ ତେର ଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିର ରେ ପୂଜାର୍ଚ୍ଚନା |

09-Mar-2026

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

ଓଡିଶା ଜନମତ, ବାଲିଗୁଡ଼ା, ତା, ୦୯/୦୩: 

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଆୟୋଜନ ନିମନ୍ତେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା `ପାଟଖଣ୍ଡା ମନ୍ଦିର ଓ ମା ` ଦକ୍ଷିଣ କାଳୀ ମନ୍ଦିର ପରିସରରେ ସମିତି ର ମୁଖ୍ୟ ପରିଚାଳକ ରାଜ କିଶୋର ଦାସ ଙ୍କ ଆବାହକତ୍ୱରେ ଏକ ଅନୁକୂଳ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏପ୍ରିଲ ୫ ତାରିଖ ରବିବାର ଦିନ ତେର ଶମ୍ଭୁ ମିଳନ ଉତ୍ସବ ଆୟୋଜନ କରିବା ପାଇଁ ସର୍ବ ସମ୍ମତି କ୍ରମେ ପୂର୍ବରୁ ନିଷ୍ପତ୍ତି ନିଆଯାଇଥିଲା l ଏହି ପରିପ୍ରେକ୍ଷୀରେ ମା` ପାଟଖଣ୍ଡା ମନ୍ଦିର ରେ ପୂଜାର୍ଚ୍ଚନା କରି ଶ୍ରୀ ଶ୍ରୀ ମା` ପାଟଖଣ୍ଡା ଏବଂ ଶ୍ରୀ ଶ୍ରୀ ମା `ଦକ୍ଷିଣକାଳୀ ଙ୍କ ଆଶୀର୍ବାଦ ଆଜ୍ଞା କାମନା କରି ଶୁଭାରମ୍ଭ କରାଯାଇଥିଲା l ଏଥିରେ ସମିତି ର ସମସ୍ତ ସଦସ୍ୟ ବିଭିନ୍ନ ବିଭାଗ ରେ ମୁଖ୍ୟ ଭାବେ ଥିବା ସମସ୍ତ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଶୁଭାରମ୍ଭ କରାଯାଇଥିଲା l

News Comment

You Might Also Like

BACK TO TOP