Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ବୁଗୁଡ଼ା ଠାରେ ମହା ସମାରୋହ ରେ ପାଳିତ ହେଲା ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ଜନ୍ମ ମହୋତ୍ସବ |

09-Mar-2026

ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ଜନ୍ମ ମହୋତ୍ସବ ମହାସମାରୋହ ରେ ପାଳିତ,

 ଓଡିଶା ଜନ ମତ,ବୁଗୁଡ଼ା: ୯।୩  ଡ. କୁମୁଦ ଚନ୍ଦ୍ର ବେହେରା ::--

ସ୍ଥାନୀୟ ସତସଙ୍ଗ କେନ୍ଦ୍ର ପକ୍ଷରୁ ସୂର୍ଯ୍ୟନଗରସ୍ଥିତ ଉତ୍ସବ ପ୍ରାଙ୍ଗଣ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ର ୧୩୮ତମ  ଜନ୍ମ ମହୋତ୍ସବ ଓ ବ୍ଲକ ସ୍ତରୀୟ ୧୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମହୋତ୍ସବ ର ବ୍ରହ୍ମ ମୁହୂର୍ତ୍ତ ରେ ବେଦ ମାଙ୍ଗଳିକ, ପ୍ରତ୍ୟୁଷ ରେ ଉଷା କୀର୍ତ୍ତନ , ପ୍ରାତଃ କାଳ ରେ ସମବେତ ଉଷା ବିନତି ପ୍ରାର୍ଥନା , ପୂର୍ବାହ୍ନ ରେ ନଗର କୀର୍ତ୍ତନ ସହ ସତସଙ୍ଗ ସଦଲୋଚନା  କରାଯାଇଥିଲା । ବୁଗୁଡ଼ା ସତସଙ୍ଗ ର ଆୟୋଜିତ ଏହି ମହୋତ୍ସବ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ  ଗୋକୁଳାନନ୍ଦ ମଲ୍ଲିକ , ମୁଖ୍ୟ  ବକ୍ତା ଭାବେ ନିରଞ୍ଜନ ବିଶ୍ଵାଳ ଯୋଗ ଦେଇ ଠାକୁର ଅନୁକୂଳଚନ୍ଦ୍ର ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଶୃଙ୍ଖଳିତ ଜୀବନଚର୍ଯ୍ୟା ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ଯାଜକ ବିଘ୍ନେଶ ଦୋରା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ପରିଶେଷରେ ଉତ୍ସବ କମିଟି ସଭାପତି ଦୁର୍ଗା ମାଧବ ପଣ୍ଡା  ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମାତୃମଣ୍ଡଳୀ ସମେତ ବହୁ ଶ୍ରଦ୍ଧାଳୁ ଙ୍କ ସମାବେଶ ଘଟିଥିଲା ବେଳେ ପରିଚାଳନା ରେ ସତସଙ୍ଗ ର ଗୁରୁ ଭାଇ ମାନେ ସକ୍ରିୟ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP