Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ପୋଲସରା ଚିରିକି ପଡା ଶାସନ ରେ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ |

09-Mar-2026

ଚିରିକିପଡା ଶାସନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ।

 ଓଡିଶା ଜନ ମତ,ପୋଲସରା, ୦୯/୦୩/୨୬,

ଡ. କୁମୁଦ ଚନ୍ଦ୍ର ବେହେରା :--

ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ପଞ୍ଚାୟତରେ ମାର୍ଚ୍ଚ ୯ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୋଲସରା ତହସିଲଦାର ଦୀପ୍ତିମୟୀ ପାତ୍ର ଓ ଏବିଡ଼ିଓ ସୋନମ୍ ବେହେରାଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ। ଏଥିରେ ମୋଟ ୨୫ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ ୧୫ ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।  ୧୪ ଜଣଙ୍କୁ ଭତ୍ତା ଓ ଗୋଟିଏ ଏସ୍ଏଚଜି ଗୃପକୁ ଲୋନ୍ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଭଗବାନ ସାହୁ, ସିଡ଼ିପିଓ ତିଳୋତ୍ତମା ରାଉତ,ଡ଼ଃ କମଳ ଲୋଚନ ଦାସ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରୀପାଠୀ, ବ୍ଳକ ଯନ୍ତ୍ରୀ ଶରତ ଚନ୍ଦ୍ର ମଲ୍ଲ, କୃଷି ଅଧିକାରୀ ଗଣେଶ୍ୱର ସାହୁ,ବିଭିଓ ଡଃ ଭକ୍ତଚରଣ ଦଳାଇ,ଫିସରୀ ଅଫିସର ପ୍ରିୟବ୍ରତ ଦାସ, ରାଜସ୍ବ ସହାୟକ ଗିରିଜା ଶଙ୍କର ମିଶ୍ର, ବନପାଳ କାର୍ତ୍ତିକ ସାହୁଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀ ଜନଶୁଣାଣୀରେ ଯୋଗଦେଇଥିଲେ। ଜନଶୁଣାଣୀ ଅଧିକାରୀଣୀ ଲିପ୍ସା ରାଣୀ ଭଞ୍ଜ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପିଇଓ ହେମନ୍ତ କୁମାର ପଣ୍ଡା, ଏଡିଓ ବସନ୍ତ ବରାଡ, ଅଙ୍ଗନବାଡ଼ି କର୍ମୀ, ସିଆରପି, ଏମବିକେ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP