Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ଜାଇର ଗୁଣ ଜ୍ଞାନ ଓସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ||

09-Mar-2026

**ଜାଇର ଗୁଣ ଜ୍ଞାନ ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ,"

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ,:---

ପ୍ରାତଃ ବ୍ରହ୍ମପୁର, ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡଃ ନକୁଳ ସାହୁ ଡାଲି କେବଳ ଖାଦ୍ୟ  ନୁହଁ ଔଷଧ ଭାବରେ କେମିତି ବ୍ୟବହାର କରିପାରିବେ କହିଥିଲେ  ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଥିଲା l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ମୁଗ ଜାଇ ଚୂର୍ଣ୍ଣ ଦେହରେ ଲଗାଇଲେ ଅତିସ୍ଵେଦ କମିଯାଏ,ମୁଗ ବା କାନ୍ଦୁଲ ଡ଼ାଲିରେ ଗୁଡ଼ ଘିଅ ମିଶାଇ ପିଇଲେ ବଳ ବୀର୍ଯ୍ୟ ହୁଏ, ବଥ,ସ୍ତନବଥରେ ଉଷ୍ଣ କରି ଲଗାଇଲେ ଭଲ ହୁଏ,ମୁଗ ଜାଇ ବାଟି ଶରୀରରେ ଲଗାଇଲେ ଚର୍ମ, ପାଦ କୋମଳ ହୁଏ, ଶରୀର ଗୋରା ହୁଏ।ହରଡ଼ ଡାଲି ସିଝାପାଣି ପିଇଲେ ଗଞ୍ଜେଇ ନିଶା ଛାଡେ, ଲାଳ ଝାଡାରେ ତେନ୍ତୁଳି ମଣ୍ଡ ସହ ପିଇଲେ ଭଲ ହୁଏ. 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରି ଥିଲେ l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ପାତ୍ର । ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ସାହୁ ଅନୁରୋଧ କରିଛନ୍ତ। ଫୋନ 9861450612,

News Comment

You Might Also Like

BACK TO TOP