Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

କୋଦଳା ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ |

09-Mar-2026

 କୋଦଳା ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ   , 

ଓଡିଶା ଜନ ମତ,  ବେଗୁନିଆପଡା, ସୂର୍ଯ୍ୟ  ନାରାୟଣ ବଡୁ:--

 ରବିବାର ପୂର୍ବାହ୍ନ ରେ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ କୋଦଳା ତାଲୁକା ଆଇନ ସେବା କମିଟି ପକ୍ଷ ରୁ ଆନ୍ତର୍ଜାତୀୟ ମହିଳା ଦିବସ ଉପରେ ଏକ ସଚେତନତା ସମାରୋହ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି !
କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ଏଵଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ପୌରୋହିତ୍ୟରେ କୋଦଳା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ବିଶ୍ୱରଞ୍ଜନ ବେହେରା ଏହି କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରି ପ୍ରଦୀପ ପ୍ରଜ୍ବଳନ କରିବା ସହିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ  ଉଦବୋଧନ ଦେଇଥିଲେ l ମୁଖ୍ୟ ଅତିଥି ଭାବେ ବରିଷ୍ଠ ଦେୱାନୀ ବିଚାରପତି  ରେଖାରାଣୀ ପଣ୍ଡା ଆନ୍ତର୍ଜାତିୟ ମହିଳା ଦିବସ ର ତାତ୍ପର୍ଯ୍ୟ ଉପରେ ଏକ ସଚେତନତା ର ବାର୍ତ୍ତା ଦେଇଥିଲେ l ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟର  ଭାରପ୍ରାପ୍ତ ଅଧ୍ୟକ୍ଷା ରଞ୍ଜୁବାଳା ନନ୍ଦ, ଲଷ୍ମୀନାରାୟଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ଭାରପ୍ରାପ୍ତ ଅଧକ୍ଷ ପଞ୍ଚାନନ ଦାସ, ବରିଷ୍ଠ ଆଇନଜୀବୀ କୋଦଳା କୋର୍ଟ ପ୍ରଫୁଲ୍ଲ କୁମାର ମିଶ୍ର, ସୁବାଷ ଚନ୍ଦ୍ର ସାହୁ, ଯୁଗ୍ମ ସମ୍ପାଦକ କୋଦଳା ବାର ଭାସ୍କର ସ୍ୱାଇଁ, ଆଇନଜୀବୀ ଜମିର ଅଲ୍ଲୀ ଖାନ,  ନୀଳମଣି ପଣ୍ଡା, ସନ୍ନ୍ୟାସୀ  ସାହୁ, ନୀଳାଞ୍ଚଳ ପଲାଇ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଯୋଗଦେଇ ମହିଳା ମାନଙ୍କର ସୁରକ୍ଷା ଓ ସେମାନଙ୍କ ପାଇଁ ଉଦିଷ୍ଟ ଆଇନ ବିଷୟରେ ଆଲୋକପାତ କରିଥିଲେ l ଲଷ୍ମୀନାରାୟଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ଇତିହାସ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ତରାଇ ମହିଳା ମାନଙ୍କର ସ୍ୱାଧୀନତା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିବା ବେଳେ, lଏକାଡେ଼ମିକ ବର୍ଷର ଅଧ୍ୟାପକ ବିନୋଦ କୁମାର ମିଶ୍ର, ଅଧ୍ୟାପକ ସପନ କୁମାର ଦାଶ,  ଯୁବ ରେଡକ୍ରସ ସଂଯୋଜକ ରତ୍ନାକର ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ ଡ଼କ୍ଟର ପ୍ରଦୀପ କୁମାର ପଣ୍ଡା ଓ  ସାଗରିକା ଦାଶ ଙ୍କ ସମେତ ଅନେକ ଅଧ୍ୟାପକ, ଅଧ୍ୟାପିକା ଅଣ କର୍ମଚାରୀ, ଛାତ୍ରଛାତ୍ରୀ ତଥା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ l ଆଜିର କାର୍ଯ୍ୟକ୍ରମ ର ପ୍ରାରମ୍ଭ ଓ ଶେଷ ସଂଗୀତ +3 ପ୍ରଥମ ବର୍ଷର ଛାତ୍ରୀ ସୁଶ୍ରୀ ସୁମିତ୍ରା ଘୋଷ ଗାନ କରିଥିଲେl ପରିଶେଷରେ ଗଣିତ ବିଭାଗର ଅଧ୍ୟାପିକା ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP