Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

କୁନା ସାହୁଙ୍କ ମୃତ୍ୟୁ ରେ ମୋଡ଼ା ବାଇ ଗ୍ରାମରେ ତଥା ଅଞ୍ଚଳରେ ଶୋକର ଛାୟା |

09-Mar-2026

ମୋଡ଼ାବାଇ ଗ୍ରାମର ବ୍ୟବସାୟୀ, ସମା ସେଵ  କୁନା ସାହୁଙ୍କ ପରଲୋକ,

ଗଞ୍ଜାମ ଜିଲ୍ଲା  ପୁରୁଷୋତ୍ତମପୁର ବ୍ଳକ ମୋଡାବାଇ ଗ୍ରାମର  ସ୍ୱର୍ଗତ ରଘୁନାଥ ସାହୁଙ୍କ  2ୟ ପୁତ୍ର  ବ୍ୟବସାୟୀ କୁନା ସାହୁଙ୍କ ଅକାଳ ଦେହାନ୍ତ ଘଟିଥିବା ଖବର ଶୁଣି ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳି ଯାଇଛି।ସେ ଜଣେ ପରୋପକାରୀ, ସମାଜସେବୀ ବ୍ୟକ୍ତି ଭାବେ ପରିଚିତ ଥିଲେ। ତାଙ୍କ ଅକାଳ ବିୟୋଗରେ ପରିବାର, ଆତ୍ମୀୟସ୍ୱଜନ ଓ ବନ୍ଧୁବର୍ଗ ଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି।
ପରମାତ୍ମା ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରୁନ୍ତୁ। ସେ ହେଉଛନ୍ତି  ପୂର୍ବତନ ନୂଆଙ୍ଗା ସମିତି ସଭ୍ୟ, ତଥା ବ୍ୟବସାୟୀ ଓ ସମାଜ ସେଵୀ ନିର୍ମଳ ଚନ୍ଦ୍ର ସାହୁଙ୍କ  ବଡ଼ ଭାଇ |  ଭଗବାନ ତାଙ୍କର ଅମର ଆତ୍ମାର ସଦଗତି କରି ତାଙ୍କ ପରିବାର ଙ୍କୁ  ଧର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ | ସେ କିଛି ଦିନ ହେଲା ଭୁବନେଶ୍ୱର ର ଏକ ଘରୋଇ ମେଡିକାଲ ରେ ଚିକିଛିତ ହେଉଥିବା ବେଳେ  ଗତ କାଲି ତାଙ୍କର ମୃତ୍ୟୁ ହୋଇଥିଲା | ତାଙ୍କର ମୃତ୍ୟୁ ଖବର ଶୁଣି  ବହୁବ୍ୟକ୍ତି ବିଶେଷ, ରାଜନେତା, ସରପଞ୍ଚ, ସମିତି ସଭ୍ୟ, ଶୁଭେଛୁ, ସାଙ୍ଗ, ବ୍ୟବସାୟୀ ସାଥୀ,ସରକାରୀ ଅଧିକାରୀ,କର୍ମଚାରୀ ବେସରକାରୀ କର୍ମଚାରୀ ତାଙ୍କର ଵାସ ଭବନ କୁ ଯାଇ ତାଙ୍କ ପାର୍ଥିବ ଶରୀର ଉପରେ ପୁଷ୍ପ ଗୁଛ ଦେଈ  ଶେଷ ଦର୍ଶନ କରିଥିଲେ |

News Comment

You Might Also Like

BACK TO TOP