Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ପ୍ରଥମ ପାଳି ଚୈତ୍ର ମଙ୍ଗଳ ବାର ଯାତ୍ରା ରେ ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା,

10-Mar-2026

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା: ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା`ପାଟଖଣ୍ଡା

ଓଡିଶା ଜନମତ,ବାଲିଗୁଡା, ତା, ୧୦/୦୩:

ସଞ୍ଜୟ କୁମାର ପାଣିଗ୍ରାହୀ):--

 କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା` ପାଟଖଣ୍ଡାଙ୍କ ଚୈତ୍ର ମାସର ପ୍ରଥମ ମଙ୍ଗଳବାର ଯାତ୍ରା  ଆରମ୍ଭ ହୋଇଯାଇଛି | ଏହି ଅବସରରେ ପ୍ରଥମ ମଙ୍ଗଳ ବାର ରେ ମା`ପାଟଖଣ୍ଡା ମନ୍ଦାର ମାଳିନୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା `ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା` ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା`ଙ୍କ ଏହି ମନ୍ଦାର ମାଳିନୀ ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା l ଏ ନେଇ ମନ୍ଦିର ପରିଚାଳନା କମିଟି ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP