Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ବେଲଗୁଣ୍ଠା ନୂଆଙ୍ଗା ରାସ୍ତାରୁ ଅଜଣା ବ୍ୟକ୍ତି ଙ୍କ ଗଳିତ ଶବ ଉଦ୍ଧାର |

10-Mar-2026

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର। 

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--

ଆଜି ପୁର୍ବାହ୍ନ ରେ ଭଞ୍ଜନଗର ବେଲଗୁଣ୍ଠା ରାସ୍ତା ନୁଆଗାଁ ରାସ୍ତା କଡ଼ରୁ ପୋଲିସ ଏକ ମୃତ ଦେହ ଉଦ୍ଧାର କରିଛନ୍ତି। ମୃତ ଶରୀର ପଚି ଯାଇଥିବାରୁ ତାଙ୍କୁ ଚିହ୍ନି ହେଉନାହିଁ। ସେହି ରାସ୍ତାରେ ଯାଉଥିବା କିଛି ଲୋକ ଶବକୁ ଦେଖି ପୋଲିସକୁ ଖବର ଦେଇଥିଲେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ କିଛି ଦୂରରେ ଦୁଇଟି ବ୍ୟାଗ୍ ଜବତ କରିଛନ୍ତି। ଉକ୍ତ ବ୍ୟାଗ୍ ରେ କିଛି ପୋଷକ, ପାଣି ବୋତଲ ସହ କିଛି ଆବଶ୍ଯକୀୟ ସାମଗ୍ରୀ ଥିବା ଜଣାପଡ଼ିଛି। ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି। ମଦ୍ୟପାନ ଜନିତ କି ଅଂଶୁଘାତ ସନ୍ଦେହ ସୃଷ୍ଟି ହୋଇଛି। ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP