Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ବୁଗୁଡା ସହର ରେ ଡ଼ିଭାଇଡର ଅଧପନ୍ତରୀୟା,ଦୁର୍ଘଟଣା ପାଇଁ ବଢୁଛି ଜନ ଅସନ୍ତୋଷ |

11-Mar-2026

ଡିଭାଇଡର ଅଧ ପନ୍ତରିଆ, ବଢୁଛି ଜନ ଅସନ୍ତୋଷ
 ଓଡିଶା ଜନ ମତ, ବୁଗୁଡ଼ା: ୧୧।୦୩ /

କୁମୁଦ ଚନ୍ଦ୍ର ବେହେରା :--

ବୁଗୁଡ଼ା ସହର ର ସୋଉନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ରାସ୍ତା ର ସୌନ୍ଦର୍ଯ୍ୟକରଣ ସହ ଟ୍ରାଫିକ ନିୟନ୍ତ୍ରଣ ପାଇଁ ରାସ୍ତା ରେ ହୋଇଥିବା ଡିଭାଇଡର ବ୍ୟବସ୍ଥା ଅଧପନ୍ତରିଆ ରହିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଥମ କରି ୨୦୧୪-୧୫ ଆର୍ଥିକ ବର୍ଷ ରେ ବୁଗୁଡ଼ା ସହର ଦେଇ ଯାଇଥିବା ୩୩ ନଂ ରାଜ୍ୟ ରାଜପଥ ରେ   ଡିଭାଇଡର ବ୍ୟବସ୍ଥା ହୋଇଥିଲା । ତେବେ କେବଳ ମଦନ ମୋହନ ଛକ  ଠାରୁ ସିନେମା ହଲ୍ ଛକ ପର୍ଯ୍ୟନ୍ତ ଡିଭାଇଡର  ନିର୍ମାଣ ହୋଇଥିଲେ ହେଁ ମୁଖ୍ୟ ବଜାର ସହିତ ହାଇ ସ୍କୁଲ୍ ଛକ ଠାରୁ ବଡ଼ ଶଙ୍ଖ ପର୍ଯ୍ୟନ୍ତ  ରାସ୍ତା ରେ ଡିଭାଇଡର ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ଥିଲେ ସୁଦ୍ଧା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ନ ହୋଇ ଶୀତଳ ଭଣ୍ଡାର ରେ ପଡ଼ି ରହିଛି । ବିଭାଗୀୟ କର୍ତ୍ତୃପକ୍ଷ ରାସ୍ତା ର ସଂକୀର୍ଣ୍ଣତା ଯୋଗୁଁ ଡିଭାଇଡର ହୋଇ ପାରୁନଥିବା  ଦର୍ଶାଉଥିବା ବେଳେ ପୋଲସରା ସହର ର  ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପ୍ରାୟ ୩ କିମି ରାସ୍ତା ରେ ଡିଭାଇଡର ହୋଇଥିଲେ ହେଁ ସେହି ଏକା ନିର୍ବାଚନ ମଣ୍ଡଳୀ ରେ ଆସୁଥିବା ବୁଗୁଡ଼ା ସହର ପ୍ରତି ବୈମାତୃକ ମନୋଭାବ କାହିଁକି  ବୋଲି ସାଧାରଣ ରେ ପ୍ରଶ୍ନ ଉଠିଛି । ଅସମ୍ପୂର୍ଣ୍ଣ ଡିଭାଇଡର କୁ ସମ୍ପୂର୍ଣ କରିବା ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ସ୍ଥାନୀୟ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣ ରେ  ଦୃଢ଼ ଦାବି ହେଉଛି।

News Comment

You Might Also Like

BACK TO TOP