Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

କୋଇଡାରେ ପୁତୁରାର ଟାଙ୍ଗିଆ ଚୋଟରେ ଖୁଡିର ପ୍ରାଣ ଚାଲିଗଲା |

11-Mar-2026

ପୁତୁରାର ଟାଙ୍ଗିଆ ଛୋଟ ରେ ଖୁଡୀର ମୁତ୍ୟୁ,

ଓଡିଶା ଜନ ମତ  ବ୍ୟୁରୋ,

 ପରିବାର କନ୍ଦଳ ଯେ ଯୋଗୁଁ ଯେ ଜଣଙ୍କର ଜୀବନ ଚାଲି ଯାଇଛି,ଏପରି  ଘଟଣା ଟିଏ ଘଟିଛି,ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ସଣୁଆ ଗ୍ରାମରେ ଗତ କାଲି ରାତିରେ ଘରୋଇ କଳିକୁ କେନ୍ଦ୍ର କରି ପୁତୁରା ଟାଙ୍ଗିଆ ଛୋଟ ରେ ଖୁଡୀର  ଘଟଣା ସ୍ଥଳରେ ମୁତ୍ଯୁ ଘଟିଛି । ମଙ୍ଗଳବାର ଦିନ ରାତିରେ କୌଣସି କାରଣ ନେଇ ଖୁଡୀ ତପସ୍ୱୀନ ସେଠୀ(୪୦) ସହିତ ପୁତୁରା ରାଜେଶ ସେଠୀ ମଧ୍ୟରେ ଝଗଡା ହୋଇଥିଲା ।ଝଗଡ଼ା ଏତେ ଉଗ୍ର ରୂପ ନେଇଥିଲା ଯେ ପୁତୁରା ରାଗି ଯାଇ ଏକ ଟାଙ୍ଗିଆ ରେ ଖୁଡିକୁ ଆକ୍ରମଣ କରିଥିଲା ।ଘଟଣା ସ୍ଥଳରେ ଖୁଡୀ ର ମୁତ୍ଯୁ ଘଟିଥିଲା ।ଖବର ପାଇ କୋଇଡା ପୋଲିସ ଘଟଣା ସ୍ଥଳରେ ପହଁଛି ଶବ  ଜବଦ  କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ପଠାଇ ଥିଲେ ।ଖୁଡ଼ି କୁ ହତ୍ୟା ପରେ  ପୁତୁରା ଘଟଣା ସ୍ଥଳ ଫେରାର ହୋଇଯାଇଛି । ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚାଲିଛି ।l

News Comment

You Might Also Like

BACK TO TOP