Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ରାସ୍ତା କାମ ଦେଖିବାକୁ ଆସି ଦୁଇ ଅଧିକାରୀ ହେଲେ ହଟ ହଟା |

12-Mar-2026

କନିଷ୍ଟ ଯନ୍ତ୍ରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ହେଲେ ହଟ ହଟା ଅଧିକାରି ହେଲେ ହଟହଟା, 

    ଓଡିଶା ଜନ ମତ ବ୍ୟୁରୋ, 

ରାସ୍ତା କାମ ଦେଖିବାକ ଯାଇ ଦୁଇ ଅଧିକାର ରାସ୍ତ ମଝିରେ ହେଲେ ହଟହଟା | କାରଣ ଲୋକଙ୍ ମୌଳିକ ସମସ୍ୟ  ଅଭିଯୋ କରିଥିଲ ମଧ୍ୟ ବ୍ଳକ ପ୍ରଶାସନ ଶୁଣ ନଥିଲ | ତେବ ଏବେ କାମ ଦେଖିବାକୁ ଆସି ହେଲେ ହଟ ହଟା, ଏପରି ଘଟଣା ଘଟିଛି  ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ୍ ଅନ୍ତର୍ଗତ ଚଟୁଅନକା ପଞ୍ଚାୟତରେ ମଙ୍ଗଳବାର ସରକାରୀ ନିୟମ ଉଲଂଘନ କରି କାମ ହେଉଥିବା ଅଭିଯୋଗକୁ ନେଇ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ତୁରେକେଲା ବ୍ଲକ୍ ଆସିଷ୍ଟାଣ୍ଟ ଇଞ୍ଜିନିୟର, କନିଷ୍ଠ ଯନ୍ତ୍ରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ରାସ୍ତା ମଝିରେ ହଟହଟା ହେବାକୁ ପଡ଼ିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଚଟୁଅନକା ଗାଁରୁ କଣ୍ଟାବାଞ୍ଜି ହାଇସ୍କୁଲ ପର୍ଯ୍ୟନ୍ତ ଯାଉଥିବା ରାସ୍ତା ଦୀର୍ଘ ବର୍ଷ ଧରି ଶୋଚନୀୟ ଅବସ୍ଥାରେ ରହିଛି। ଏହି ରାସ୍ତାରେ ଥିବା ପୁରୁଣା ପୋଲ ମରାମତି ପାଇଁ ତୁରେକେଲା ବ୍ଲକ୍ ପ୍ରଶାସନ ପକ୍ଷରୁ ପ୍ରାୟ ୪ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର କରାଯାଇ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି। କିନ୍ତୁ ଠିକାଦାର ସୂଚନା ଫଳକରେ ତଥ୍ୟ ଲେଖିନଥିବା ଓ ଲୋକମାନଙ୍କ ଯାତାୟାତ ପାଇଁ ବାଇପାସ୍ ରାସ୍ତା ନିର୍ମାଣ ନ କରି ପୋଲ ଭଙ୍ଗିବା କାମ ଆରମ୍ଭ କରିଥିବା ଅଭିଯୋଗ ହୋଇଛି।ଏନେଇ ବିଜେଡ଼ି ନେତା ଗିରିରାଜ ସିଂ ମାଝୀ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି ଯେ ସରକାରୀ ନିୟମ ଅନୁସାରେ ଯେକୌଣସି ନିର୍ମାଣ କାର୍ଯ୍ୟ ପୂର୍ବରୁ ସୂଚନା ଫଳକରେ ସମସ୍ତ ତଥ୍ୟ ରହିବା ଆବଶ୍ୟକ। ତେବେ ଏଠାରେ ସୂଚନା ଫଳକ ନ ଲଗାଇ କିଭଳି କାମ ଆରମ୍ଭ ହେଲା ଓ ବାଇପାସ୍ ରାସ୍ତା କାହିଁକି ତିଆରି କରାଯାଇନି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷରେ, ପଞ୍ଚାୟତରେ ସରକାରୀ କାମ କରାଯାଇଲେ ପଞ୍ଚାୟତ ପ୍ରତିନିଧିଙ୍କୁ ଅବଗତ କରାଯିବା ନିୟମ ରହିଛି। କିନ୍ତୁ ଚଟୁଅନକା ପଞ୍ଚାୟତରେ ଏହି କାମ ଆରମ୍ଭ ହେବା ସତ୍ତ୍ୱେ ସରପଞ୍ଚ ଜ୍ଞାନ ରଞ୍ଜନ ତାଣ୍ଡି ଓ ସମିତି ସଭ୍ୟ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କୁ ଏନେଇ ଅବଗତ କରାଯାଇନଥିବା ଜଣାପଡ଼ିଛି। ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP