Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ମହାବୀର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ |

12-Mar-2026

ମହାବୀର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ  ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,  ତା.୧୨/୦୩/୨୦୨୬:-

 ପୋଲସରା ସ୍ଥିତ ମହାବୀର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପ୍ରଥମକରି  ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯାଇଥିଲା। ଡ଼ା.ସୁଜିତ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ଟ୍ରଷ୍ଟ ସଭାପତି ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସେବାନିବୃତ୍ତ ପ୍ରଧାନ ଶିକ୍ଷକ ରାଧାଶ୍ୟାମ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ  ଡ. ଦିଲୀପ  କୁମାର ନାୟକ, ମୁଖ୍ୟ ବକ୍ତା ରୂପେ ଅବସର ପ୍ରାପ୍ତ ଶିକ୍ଷକ ଦୁର୍ଗାପ୍ରସାଦ ମହାପାତ୍ର ଏବଂ ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ୍ ଯୁଥିଷ୍ଟିର ପଣ୍ଡା,ଆଇନଜୀବୀ  ସନ୍ୟାସୀ ସାହୁ ଓ ବରିଷ୍ଠ ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଭାଷା ବିବୁଧଙ୍କ  ଉପସ୍ଥିତିରେ ଭାଷା ଭିତ୍ତିକ ଆଲୋଚନା ମାଧ୍ୟମରେ ଉପସ୍ଥିତ ଶ୍ରୋତାମାନଙ୍କୁ ଓଡ଼ିଆ ଭାଷାର ଇତିହାସ ଓ ଶ୍ରେଷ୍ଠତା ବିଷୟରେ ଅନେକ କଥା ଜାଣିବାର ସୁଯୋଗ ମିଳିଥିଲା। ପରିଶେଷରେ କାର୍ଯ୍ୟକ୍ରମର ସଂଯୋଜକ ତଥା ଯୁବକବି ରାଇରଞ୍ଜନ୍ ନନ୍ଦ ନିଜସ୍ୱ ଲିଖିତ "ଆଜି ପରା ଉତ୍କଟ ଦିବସ" କବିତାକୁ ଆବୃତ୍ତି କରିବା ସହିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP