Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ବ୍ଳକ ମାଣିତାରା ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ଅନୁଷ୍ଠିତ |

12-Mar-2026

ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ୨୦୨୫-୨୬

ଓଡିଶା ଜନ ମତ,ବୁଗୁଡା : ୧୨/୩ :--

କୁମୁଦ ଚନ୍ଦ୍ର ବେହେରା,

ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ୨୦୨୫-୨୬ ପଞ୍ଚାୟତ ସଭାଗୃହରେ ୧୨-୩-୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ, ବୁଗୁଡା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଗୁଡା ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଓ ମାଣିତରା ସୁପ୍ରଭାଇଜର ଗୀତାଞ୍ଜଳି ବଡମୁଣ୍ଡିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପଞ୍ଚାୟତ ସ୍ତରୀୟ କିଶୋରୀ ମେଳାରେ ମାଣିତରା ପଞ୍ଚାୟତ ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା, ସମିତି ମେମ୍ବର ଜୟଦେବ ପ୍ରଧାନ, ମହିଳା ସ୍ୱାସ୍ଥ୍ୟ କର୍ମୀ ପ୍ରତିମା ସ୍ୱାଇଁ, ଶିକ୍ଷକ ଖଦାଳ ରାଉତ, ଚନ୍ଦନ କୁମାର ରାଉତ ଅତିଥିଭାବେ ଯୋଗଦେଇଥିଲେ। ପଞ୍ଚାୟତର ବହୁ କିଶୋରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଅନୁଷ୍ଠିତ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିଥିଲେ। ତିନୋଟି ବିଭାଗରେ ପ୍ରତିଯୋଗିତା ହୋଇ କୃତିତ୍ୱ ହାସଲ କରଥିବା ତିନି ଜଣ କିଶୋରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା। ମାଣିତରା ପଞ୍ଚାୟତର ସମସ୍ତ ଅଙ୍ଗନୱାଡି କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସହଯୋଗ କରିଥିଲେ। ଶେଷରେ ଅଙ୍ଗନୱାଡି କର୍ମୀ ଆରତୀ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।

News Comment

You Might Also Like

BACK TO TOP