Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ପୋଲିସ ବିରୂପା ବ୍ୟାରେଜ ରୁ ଦୁଇ ଭାଇଙ୍କ ମୃତ ଦେହ ଉଦ୍ଧାର କଲା |

12-Mar-2026

 ଦୁଇ ଭାଇଙ୍କ ମୃତ ଦେହ ବିରୂପା ବ୍ୟାରେଜ ରୁ ଉଦ୍ଧାର କଲା ପୋଲିସ, 

     ଓଡିଶା ଜନ ମତ  ବ୍ୟୁରୋ,

ବିରୁପା ନଦୀରୁ ମିଳିଲା ଦୁଇ ଭାଇଙ୍କ ମୃତଦେହ। ମୃତକ ହେଲେ ଚୌଦ୍ବାର ମଣ୍ଡାପଡ଼ା ଗାଁର ଦେବାଶିଷ ଓ ଶୁଭାଶିଷ ସାହୁ । ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ମୃତଦେହ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଚୌଦ୍ବାର ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ କଟକ ଏସସିବିକୁ ପଠାଇଛି ପୋଲିସ। ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ତଦନ୍ତ କରୁଛି ପୋଲିସ୍। ସୂଚନା ଥାଉକି, ଗତ ଦୁଇ ଦିନ ତଳେ ଚୌଦ୍ଵାର ବିରୂପା ବ୍ୟାରେଜ୍ ନିକଟରେ ଗାଡି ରଖି କୁଆଡେ ଅନ୍ତର୍ଦ୍ଧାନ ହୋଇଯାଇଥିଲେ । ହେଲେ ଆଜି ସକାଳୁ ବିରୂପା ନଦୀରୁ ମିଳିଛି ଉଭୟଙ୍କ ମୃତଦେହ । ତେବେ ମୃତଦେହ ଉଦ୍ଧାର ପରେ ଉକ୍ତ ଦୁଇ ଯୁବକ ପାଣିରେ ବୁଡିଯାଇଥିବା ଅନୁମାନ କରାଯାଉଛି। ଏହା ହତ୍ୟା ନା ଆତ୍ମହତ୍ୟା ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

News Comment

You Might Also Like

BACK TO TOP