Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ସର୍ଟ ସର୍କିଟ ଯୋଗୁଁ ମର୍ଦ୍ଧ ମେଖ ରେ ଜଳିଗଲା ଦୁଇ ଏକର ଧାନ |

13-Mar-2026

 ମର୍ଦ୍ଦମେଖରେ ସର୍ଟ ସର୍କିଟ ଯୋଗୁଁ ଜଳିଗଲା ୨ ଏକର ଧାନ..

      ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ସର୍ଟ ସର୍କିଟରୁ ନିଆଁ ଲାଗି ଜଳିଗଲା ୨ ଏକର ଜମିର ଧାନ। ଚାଷଜମିରେ ଗଦା ହୋଇଥିବା ଧାନ ଗଦାରେ ନିଆଁ ଲାଗି ନଷ୍ଟ ହୋଇଗଲା ଲକ୍ଷାଧିକ ଟଙ୍କାର ଧାନ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ମର୍ଦ୍ଦମେଖ ପଞ୍ଚାୟତ କାର୍ଯ୍ୟାଳୟ ପଛପଟେ ଥିବା ଏକ ଚାଷଜମିରେ। ଟାଟା ପାୱାରର ବେଫିକର କାର୍ଯ୍ଯ ଯୋଗୁଁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ ଚାଷ ଜମି ଦେଇ ଯାଇଥିବା ବିଜୁଳି ତାର ହଠାତ୍ ଛିଡି ପଡିବାରୁ ସର୍ଟ ସର୍କିଟ ହୋଇ ଧାନଗଦାରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗି ପୁରା ୨ ଏକର ଜମିର ଧାନ ନଷ୍ଟ ହୋଇ ଯାଇଛି। ଖବର ପାଇ କୋଦଳା ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ସମସ୍ତ ଧାନ ପୋଡି ନଷ୍ଟ ହୋଇ ଯାଇଛି। ଗୁରୁବାର ମଧ୍ୟାହ୍ନରେ ଏଭଳି ଅଘଟଣ ଘଟିଥିବା ବେଳେ କନ୍ଦିଆ ଗ୍ରାମର ପ୍ରମୋଦ କୁମାର ସ୍ବାଇଁଙ୍କ ୨ ଏକର ଜମିରେ ଚାଷ ହୋଇଥିବା ଧାନ ଗଦା କରି ରଖାଯାଇଥିବା ବେଳେ ସମସ୍ତ ଧାନ ନଷ୍ଟ ହୋଇ ହୋଇ ଯାଇଛି। ଘଟଣା ସ୍ଥଳରେ କୋଦଳା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଥିବା ବେଳେ ଟାଟା ପାୱାର କର୍ମଚାରୀ ମାନଙ୍କ ବେଫିକର କାର୍ଯ୍ଯ ଯୋଗୁଁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ରାଜସ୍ବ ନିରୀକ୍ଷକ ପରିଦର୍ଶନ କରିଛନ୍ତି। କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି କ୍ଷତିଗ୍ରସ୍ତ ପ୍ରମୋଦ କୁମାର ସ୍ବାଇଁ।

News Comment

You Might Also Like

BACK TO TOP